କୋଲେଷ୍ଟରଲକୁ ନିୟନ୍ତ୍ରଣ କରିବ ଟମାଟୋ

ଆମ ଶରୀରରେ କୋଲେଷ୍ଟରଲ ପରିମାଣ ସନ୍ତୁଳିତ ରହିବା ନିହାତି ଦରକାର। ଯଦି ଏଥିରେ ଅସନ୍ତୁଳନ ଦେଖିବାକୁ ମିଳେ, ତେବେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ କୋଲେଷ୍ଟରଲକୁ ସନ୍ତୁଳିତ ରଖିବାର ଏକ ସହଜ ତଥା ସରଳ ଉପାୟ ରହିଛି। ତାହା କ’ଣ ଜାଣନ୍ତି ? ଟମାଟୋ ଖାଇବା ଦ୍ୱାରା ଆମ ଶରୀରରେ କୋଲେଷ୍ଟରଲ ପରିମାଣ ନିୟନ୍ତ୍ରଣରେ ରହିଥାଏ ବୋଲି ୟୁନିଭର୍ସିଟି ଅଫ ସିଡ୍‌ନୀର ବିଶେଷଜ୍ଞମାନଙ୍କ ଦ୍ୱାରା ହୋଇଥିବା ଏକ ସର୍ଭେରୁ ଜଣାପଡିଛି। ଟମାଟୋରେ ‘ଲାଇକୋପେନ୍‌’ ନାମକ ଏକ ତତ୍ତ୍ୱ ରହିଛି, ଯାହା କୋଲେଷ୍ଟରଲକୁ ସନ୍ତୁଳିତ ରଖିବାରେ ସାହାଯ୍ୟ କରିଥାଏ। କେବଳ ସେତିକି ନୁହେଁ, ଜଣେ ହୃଦ୍‌ରୋଗୀ ଏହାକୁ ନିଜର ଖାଦ୍ୟ ତାଲିକାରେ ସାମିଲ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ବିଷୟରେ ଭୁଲ: ପକାଏ ସବୁଠୁ ବଡ଼ ଅସୁବିଧାରେ

ଆଚାର୍ଯ୍ୟ ଚାଣକ୍ୟ ଜୀବନ ସହ ଜଡିତ ଅନେକ ବିଷୟରେ ବିସ୍ତୃତ ଭାବରେ ଅଧ୍ୟୟନ କରିଥିଲେ। ଯାହାକୁ ସେ ତାଙ୍କ ନୀତିଶାସ୍ତ୍ରରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ତାଙ୍କର...

ସ୍ମରଣ ଶକ୍ତି ବଢ଼ାଇବାର ସହଜ ଉପାୟ

ସ୍ମରଣ ଶକ୍ତି ବଢ଼ାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ଏହାକୁ ଆପଣେଇ ପାରିଲେ ସ୍ମରଣ ଶକ୍ତି ପୂର୍ବାପେକ୍ଷା ପ୍ରଖର ହୋଇଥାଏ। ଲଣ୍ଡନ ବିଶ୍ୱବିଦ୍ୟାଳୟର...

ବର୍ଷାଦିନେ ଅଏଲି ତ୍ୱଚାର ଯତ୍ନ

ଅଏଲି ତ୍ୱଚା ହୋଇଥିଲେ ବର୍ଷାଦିନେ ବହୁ ସମସ୍ୟା ସୃଷ୍ଟି ହୋଇଥାଏ। ଏହିଦିନେ ତ୍ୱଚାରେ ଅତ୍ୟଧିକ ତୈଳ ସ୍ରାବ ଯୋଗୁ ଅଧିକ ବ୍ରଣ ବାହାରି ଥାଏ। ତେଣୁ...

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌…

ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍‌, ଫୋଲେଟ୍‌, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ତତ୍ତ୍ୱ ରହିଥାଏ। ଲେମ୍ବୁପାଣିରେ ଥିବା...

ଖୁସି ଆଣେ ହୋଲିର ରଙ୍ଗ

ବାସ୍ତୁଶାସ୍ତ୍ର ଅନୁସାରେ, ନାଲିରଙ୍ଗ ହେଉଛି ଊର୍ଜ୍ଜା ଓ ଶକ୍ତିର ପ୍ରତୀକ। ତେଣୁ ଏହି ରଙ୍ଗର ଅବିରରେ ହୋଲି ଖେଳିଲେ କୁଆଡ଼େ ସ୍ବାସ୍ଥ୍ୟ ଭଲ ରହିବା ସହ...

ବାସ୍ତୁଶାସ୍ତ୍ରରେ ଭୋଜନକୁ ନେଇ ନିୟମ

ଭୋଜନ କରିବାକୁ ନେଇ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି। ଯଥା: ପୂର୍ବ ଦିଗକୁ ମୁହଁ କରି ଖାଇଲେ ମାନସିକ ଚାପ ଦୂର ହୁଏ, ମସ୍ତିଷ୍କ ଫୂର୍ତ୍ତି...

ରୋଗ ଚିହ୍ନଟ କରିବ ମହୁମାଛି

ମହୁମାଛି ମଧ୍ୟ ରୋଗ ଚିହ୍ନଟ କରିପାରିବ। ଏପରି କଥା କାହାକୁ ହୁଏତ ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ଏହାପଛରେ ସତ୍ୟତା ରହିଛି ବୋଲି ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି...

ବ୍ଲଡ୍‌ କ୍ୟାନ୍‌ସର

‘କ୍ୟାନ୍‌ସର : ନୋ ଆନ୍‌ସର’ ବୋଲି ଅନେକଙ୍କ ମନରେ ଧାରଣା ରହିଛି। ହେଲେ ପ୍ରାରମ୍ଭିକ ସ୍ତରରେ ଏହା ଚିହ୍ନଟ ହୋଇ ଉପଯୁକ୍ତ ଚିକିତ୍ସା କରାଯାଇପାରିଲେ କେତେକ...

Advertisement
Archives

Model This Week