ପ୍ଲାଷ୍ଟିକ୍‌ ଚପିଂ ବୋର୍ଡରେ ପରିବା କାଟୁଛନ୍ତି କି? ହୋଇଯାନ୍ତୁ ସାବଧାନ

ପରିବା କାଟିବା ପାଇଁ ଅଧିକାଂଶ ଗୃହିଣୀ ଘରେ ପ୍ଲାଷ୍ଟିକ୍‌ ଚପିଂ ବୋର୍ଡ ବ୍ୟବହାର କରିଥାନ୍ତି। କିନ୍ତୁ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଖରାପ।

ପ୍ଲାଷ୍ଟିକ୍‌ ଚପିଂ ବୋର୍ଡରେ ପରିବା କାଟିବା ଫଳରେ ସେଥିରେ ଥିବା ମାଇକ୍ରୋ ପ୍ଲାଷ୍ଟିକ୍‌ ଆମ ଶରୀର ଭିତରକୁ ଯାଇଥାଏ, ଯାହା ଅତ୍ୟନ୍ତ ଖରାପ। ବାରମ୍ବାର ଛୁରିରେ କାଟିବା ଫଳରେ ଏଥିରେ ହୋଇଥିବା ଦାଗ ସ୍ଥାନରେ ବ୍ୟାକ୍ଟେରିଆ ହେବାର ଆଶଙ୍କା ରହିଥାଏ। ପ୍ଲାଷ୍ଟିକ୍‌ ବିଘଟିତ ହୋଇ ନଷ୍ଟହେବା ପାଇଁ ହଜାର ହଜାର ବର୍ଷ ଲାଗିଥାଏ। ତେଣୁ ଶରୀରକୁ ଯାଉଥିବା ମାଇକ୍ରୋ ପ୍ଲାଷ୍ଟିକ୍‌ ନଷ୍ଟ ନ ହୋଇ ରକ୍ତରେ ମିଶିଯାଏ, ଯାହା ବହୁ ସମସ୍ୟା ସୃଷ୍ଟି କରିଥାଏ। କାଠର ବୋର୍ଡ ମଧ୍ୟ ବ୍ୟାକ୍ଟେରିଆ ସୃଷ୍ଟି କରିଥାଏ। ଚପିଂ ବୋର୍ଡ ବ୍ୟବହାର ଫଳରେ କିଭଳି ସମସ୍ୟା ଆସିପାରେ ଆସନ୍ତୁ ଜାଣିବା।
ଚପିଂ ବୋର୍ଡ ମାଧ୍ୟମରେ ଶରୀରକୁ ପ୍ଲାଷ୍ଟିକ୍‌ କଣିକା ଯିବା ଫଳରେ ଧୀରେ ଧୀରେ ଇମ୍ୟୁନ ସିଷ୍ଟମ ଉପରେ ବିପରୀତ ପ୍ରଭାବ ପଡ଼ିଥାଏ। କିଛିଦିନ ପରେ ଇମ୍ୟୁନିଟି କମ୍‌ ହୋଇଯାଏ ଓ ସଂକ୍ରମଣ ହେବା ଆଶଙ୍କା ବଢ଼ିଯାଏ।
ଚପିଂ ବୋର୍ଡରେ ଥିବା ବ୍ୟାକ୍ଟେରିଆ କାରଣରୁ ପେଟ ଦଗଜ ସମସ୍ୟା ଦେଖା ଦେଇଥାଏ। ଗର୍ଭବତୀ ମହିଳାଙ୍କ ପାଇଁ ମଧ୍ୟ ଏହା ବହୁ ସମସ୍ୟା ସୃଷ୍ଟି କରିଥାଏ।
ବେଳେବେଳେ ବାନ୍ତି କିମ୍ବା ଡାଇରିଆ ଭଳି ସମସ୍ୟା ମଧ୍ୟ ଏଥିପାଇଁ ସୃଷ୍ଟି ହୋଇଥାଏ। ତେଣୁ ଏଭଳି କ୍ଷେତ୍ରରେ ତୁରନ୍ତ ଚପିଂ ବୋର୍ଡ ବ୍ୟବହାର ବନ୍ଦ କରିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri