Odisha Elections 2024
Posted inଖେଳ

ହୃଦୟ ଜିତିଲେ କ୍ରିସ ଗେଲ

ପୋର୍ଟମୋର,୧୬।୧: ୱେଷ୍ଟଇଣ୍ଡିଜର ପୂର୍ବତନ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ପଡ଼ିଆରେ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା ହୋଇଥିଲେ ମଧ୍ୟ ପଡ଼ିଆ ବାହାରେ ସେ ନିଜର ଭଦ୍ରତା ସହିତ ସମସ୍ତଙ୍କ ହୃଦୟ ଜିତିଛନ୍ତି। ସୋସିଆଲ ମିଡିଆରେ କ୍ରିସ ଗେଲଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ତାଙ୍କୁ ଏକ ଗ୍ୟାସ ଷ୍ଟେଶନରେ ଦେଖିବାକୁ ମିଳୁଛି। ଗ୍ୟାସ ଷ୍ଟେଶନରୁ ଗ୍ୟାସ ଭର୍ତ୍ତି କରୁଥିବା ସମସ୍ତ ଯାନ ପାଇଁ ଗେଲ ବିଲ ପ୍ରଦାନ କରିଥିଲେ।
ଜାମାଇକର ପୋର୍ଟମୋରରେ ଅବସ୍ଥିତ ପେଟ୍ରୋଲ ପମ୍ପକୁ ଆସୁଥିବା ସମସ୍ତ ଯାନ ପାଇଁ ୱେଷ୍ଟଇଣ୍ଡିଜର ପୂର୍ବତନ କ୍ରିକେଟର କ୍ରିସ ଗେଲ ଏହି ବିଲ ଦେଇଛନ୍ତି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ଏହା ଦେଖିବାକୁ ମିଳେ ଯେ କ୍ରିସ ଗେଲ ସର୍ଟସରେ ଗ୍ୟାସ ଷ୍ଟେଶନରେ ବୁଲୁଥିବାର ନଜର ଆସିଛନ୍ତି। ଏହା ବ୍ୟତୀତ ଗେଲ ପ୍ରଶଂସକଙ୍କ ସହ ନିଆଯାଇଥିବା ଫଟୋଗ୍ରାଫ ମଧ୍ୟ ପାଇଥିଲେ। ସମସ୍ତଙ୍କ ବିଲ ଦେଉଥିବା କ୍ରିସ ଗେଲ ଭିଡିଓରେ ଶୁଣିବାକୁ ମିଳେ, ଆଜି ତୁମର ଲକି ଡେ’। ଏମିତି କହି ଗେଲ ତାଙ୍କ ଶଳୀରେ ସମସ୍ତଙ୍କ ହୃଦୟ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେକେଆର୍‌ ଛାଡ଼ି ଟିମ୍‌ ଇଣ୍ଡିଆ ହେଡ୍‌ କୋଚ୍‌ ହେବାକୁ ଗମ୍ଭୀର ରାଜି, ଏହା ହେଉଛି ବଡ଼ କାରଣ… 

ନୂଆଦିଲ୍ଲୀ,୨୮।୫: ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ କିଏ ହେବ? ଏହି ପ୍ରଶ୍ନର ଉତ୍ତର ବୋଧହୁଏ ମିଳିସାରିଛି। କାରଣ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟର ଗୌତମ...

ଦୁର୍ଘଟଣା ପରର ଅଭିଜ୍ଞତା ବଖାଣିଲେ ପନ୍ତ…

ନୂଆଦିଲ୍ଳୀ,୨୮ା୫: ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ଦୁର୍ଘଟଣା ପରର ଅଭିଜ୍ଞତା ବଖାଣିଛନ୍ତି। ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବେଳେ କିଭଳି...

ସଚିନ ତେନ୍ଦୁଲକର, ନରେନ୍ଦ୍ର ମୋଦି, ଧୋନି… ଟିମ ଇଣ୍ଡିଆ ହେଡ କୋଚ ପାଇଁ ଏମିତି ସବୁ ଆବେଦନ, ଚମକି ପଡିଲା ବିସିସିଆଇ

ନୂଆଦିଲ୍ଲୀ,୨୮।୫: ଭାରତୀୟ କ୍ରିକେଟ ଦଳର କୋଚ ପାଇଁ ବିସିସିଆଇ ୩୦୦୦ରୁ ଅଧିକ ଆବେଦନ ଗ୍ରହଣ କରିଛି। ଯେଉଁମାନେ ଆବେଦନ କରିଥିଲେ ସେମାନଙ୍କ ମଧ୍ୟରେ ସଚିନ ତେନ୍ଦୁଲକର,...

୨ ମାସ ପର୍ଯ୍ୟନ୍ତ ବ୍ରଶ କରି ନ ଥିଲେ, ସବୁଠାରୁ ଖରାପ ସମୟକୁ ମନେପକାଇ ଭାବୁକ ହେଲେ ପନ୍ତ

ନୂଆଦିଲ୍ଲୀ,୨୮।୫: ଭାରତୀୟ କ୍ରିକେଟ ଦଳର ତାରକା ୱିକେଟ କିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ତାଙ୍କ ଜୀବନର ସବୁଠାରୁ କଷ୍ଟଦାୟକ ସମୟ ବିଷୟରେ ପ୍ରକାଶ କରିଛନ୍ତି। ନିକଟରେ...

ଏହି ୫ ଖେଳାଳି ଭାରତକୁ ଜିତାଇପାରନ୍ତି ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୮।୫: ଟି-୨୦ ବିଶ୍ୱକପ ୨୦୨୪ ବହୁତ ନିକଟତର। ବର୍ତ୍ତମାନ ଟୁର୍ନାମେଣ୍ଟ ଆରମ୍ଭ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ମାଧ୍ୟମରେ ପୁଣିଥରେ...

ଭାରତୀୟ ଟିମ୍‌ର କୋଚ ପାଇଁ ଆବେଦନ ସମୟ ସୀମା ଶେଷ

ନୂଆଦିଲ୍ଲୀ,୨୮।୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ବର୍ତ୍ତମାନ ନ୍ୟୁୟର୍କରେ ଅଛନ୍ତି। ବର୍ତ୍ତମାନର ଦଳର ମୁଖ୍ୟ...

ହରମନ୍‌ପ୍ରୀତଙ୍କ ହ୍ୟାଟ୍ରିକ୍‌ରେ ଭାରତ ବିଜୟୀ

ଆଣ୍ଟ୍ବେର୍ପ,୨୮ା୫(ପି.ଟି): ଅଧିନାୟକ ହରମନ୍‌ପ୍ରୀତ ସିଂଙ୍କ ହ୍ୟାଟ୍ରିକ୍‌ ଗୋଲ୍‌ ବଳରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକିରେ ଆର୍ଜେଣ୍ଟିନାକୁ ୫-୪ରେ ପରାସ୍ତ କରିଛି ଭାରତ। ହରମନ୍‌ପ୍ରୀତ୍‌ (୨୯, ୫୦...

ଅଷ୍ଟ୍ରେଲିଆ ଦଳରେ ଖେଳାଳି ଅଭାବ

ମେଲବୋର୍ନ, ୨୮ା୫ (ପି.ଟି.): ଆସନ୍ତା ମାସରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ଲାଗି ଅଷ୍ଟ୍ରେଲିଆର ଓ୍ବାର୍ମଅପ୍‌ ମ୍ୟାଚ ବେଳେ ଦଳରେ ଖେଳାଳି ଅଭାବ ପରିଲକ୍ଷିତ ହେବ। ତେଣୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri