Posted inଖେଳ

ବିବିଏଲରେ କୋଭିଡ୍‌-୧୯ ପ୍ରୋଟୋକଲ ଭାଙ୍ଗିଛନ୍ତି କ୍ରିସ ଲିନ, ଡାନ ଲରେନ୍ସ

ବ୍ରିସବେନ,୧୪।୧୨: ବ୍ରିସବେନ ହିଟ୍‌ ଅଧିନାୟକ କ୍ରିସ ଲିନ ଓ କ୍ଲବର ବିଦେଶୀ ଖେଳାଳି ଡାନ ଲରେନ୍ସ ଦଳର ଅନ୍ୟ ସଦସ୍ୟଙ୍କଠାରୁ ଦୂରେଇ ରହିବେ। ଦୁହେଁ କାନବେରାଠାରେ ଶନିବାର କୋଭିଡ୍‌-୧୯ ପ୍ରୋଟୋକଲ ଭଙ୍ଗ କରିଥିବା ସନ୍ଦେହ କରାଯାଉଛି। ଏହି ଘଟଣାର ତଦନ୍ତ କରୁଛି କ୍ରିକେଟ ଅଷ୍ଟ୍ରେଲିଆ (ସିଏ)।

କୋଭିଡ୍‌-୧୯ ପ୍ରୋଟ୍ରୋକଲ ଭଙ୍ଗ କରିଥିବା ସନ୍ଦେହ କରାଯାଉଥିଲେ ମଧ୍ୟ ନେଗେଟିଭ ଆସିଛି ଉଭୟଙ୍କ କରୋନା ଟେଷ୍ଟ ରିପୋର୍ଟ। ଏଣୁ ଦୁଇ ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରେ ଖେଳିବାକୁ ମିଳିଛି ଗ୍ରୀନ ସିଗ୍‌ନାଲ। ହେଲେ ଲିନ ଓ ଲରେନ୍ସ ଦୁଇ ଦଳର ଖେଳାଳିଙ୍କଠାରୁ ଦୂରରେ ରହି ଟ୍ରେନିଂ କରିବେ । ମ୍ୟାଚ୍‌ ବେଳେ ଅନ୍ୟ ଖେଳାଳିଙ୍କ ନିକଟତର ନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ବିବିଏଲର ସମସ୍ତ ଖେଳାଳିଙ୍କ ପାଇଁ ଉଦ୍ଦିଷ୍ଟ କଡ଼ା ବାଇଓସିକ୍ୟୁର ହବରୁ ସେମାନେ ବାହାରକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାଚ୍‌ ଚାଲିଥିବାବେଳେ କୋହଲିଙ୍କ ପାଦ ଛୁଇଁଲେ ଦର୍ଶକ: ହୃଦୟ ଜିତିଲେ ସୂର୍ଯ୍ୟକୁମାର

ଥିରୁଭାନନ୍ତପୁରମ୍‌,୧୬।୧: ଭାରତୀୟ ଦଳ ତୃତୀୟ ଦିନିକିଆରେ ଶ୍ରୀଲଙ୍କାକୁ ୩୧୭ ରନ୍‌ରେ ପରାସ୍ତ କରି ଦିନିକିଆ କ୍ରିକେଟ ଇତିହାସରେ ସବୁଠାରୁ ବଡ ବିଜୟ ହାସଲ କରିଛି। ଏହି...

ଦିଲ୍ଲୀର ଦ୍ୱିତୀୟ ବିଜୟ

ଦୁବାଇ, ୨୬।୯- ଯୁବ ଓପନର ପୃଥ୍ବୀ ଶ’ଙ୍କ ଦ୍ରୁତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର...

ଏହି ଘଟଣା ପରେ ୧୪ ଦିନ ଭୟରେ ଘରୁ ବାହାରି ନ ଥିଲେ, ଏବେ ଭାରତୀୟ କ୍ରିକେଟ ଦଳ ପାଇଁ ସାଜିଛନ୍ତି ସଙ୍କଟମୋଚକ

ଭାରତୀୟ କ୍ରିକେଟ ଦଳରେ ଏବେ ସଙ୍କଟମୋଚକ ସାଜିଛନ୍ତି ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌. ରାହୁଲ। ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜରେ ସେ ଦଳ ପାଇଁ କେବଳ ଓପନିଂ କରୁନାହାନ୍ତି,...

ଏକଦିବସୀୟ କ୍ରିକେଟରେ ସର୍ବାଧିକ ‘ମ୍ୟାନ୍‌ ଅଫ୍‌ ଦ ସିରିଜ’ ପୁରସ୍କାର ଜିତିଥିବା ୧୦ ଖେଳାଳି

କ୍ରିକେଟରେ ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ସବୁଠୁ ବଡ ପୁରସ୍କାର ଭାବେ ଗଣାଯାଏ। କୌଣସି ସିରିଜରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ଏହି ପୁରସ୍କାର ଦିଆଯାଏ।...

ପରିଶ୍ରମର ଫଳ ମିଳିଛି

ଭୁବନେଶ୍ୱର, ୧୯।୮(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ୯ମ ଆଥଲେଟ୍‌ଭାବେ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବାରୁ ସ୍ବାଭାବିକଭାବେ ଖୁସି ଜାହିର କରିଛନ୍ତି ଜାତୀୟ ରେକର୍ଡଧାରିଣୀ ଭାରତୀୟ ସ୍ପ୍ରିଣ୍ଟ...

ଭାରତ ପାଇଁ ସମ୍ମାନର ପ୍ରଶ୍ନ

ଭୁବନେଶ୍ୱର, ୧୪।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପରେ ଶୁକ୍ରବାର ଭାରତ ଓ ମରକ୍କୋ ମଧ୍ୟରେ ମ୍ୟାଚ ଅନୁଷ୍ଠିତ...

ପାକିସ୍ତାନ ବିଶ୍ୱର ପ୍ରଥମ ଟିମ୍‌

ନଟ୍ଟିଂହାମ, ୧୯।୫- ବିଶ୍ୱର ପ୍ରଥମ ଟିମ୍‌ ଭାବେ ପାକିସ୍ତାନ ଲଗାତର ୩ଟି ୫୦ ଓଭର ବିଶିଷ୍ଟ ମ୍ୟାଚ୍‌ରେ ୩୪୦ କିମ୍ବା ଏହାଠାରୁ ଊର୍ଦ୍ଧ୍ୱ ରନ କରିବାର...

ୱେଷ୍ଟଇଣ୍ଡିଜଠାରୁ ହାରିବା ନିରାଶାଜନକ ନୁହେଁ: ଗାଭାସ୍କର…

କୋଲକାତା,୧୬।୮ : ଭାରତୀୟ କ୍ରିକେଟ ଦଳର ୱେଷ୍ଟଇଣ୍ଡିଜ ଗସ୍ତ ଭଲ ଖରାପ ମିଶ୍ରିତ ରହିଛି। ଟେଷ୍ଟ ସିରିଜକୁ ୧-୦ ରେ ଜିତିବା ପରେ ଟିମ ଇଣ୍ଡିଆ...

Advertisement
Archives

Model This Week