ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା ଓ ଉତ୍ସାହ ଦେଖା ଦେଇଥିବାବେଳେ ଚର୍ଚ୍ଚଗୁଡ଼ିକରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଲୋକମାଳା ସହ କ୍ରିସ୍‌ମସ୍‌ ଟ୍ରିରେ ସଜେଇ ହୋଇଛି ଚର୍ଚ୍ଚ । ଏଥିସହ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଚର୍ଚ୍ଚଗୁଡିକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଖ୍ରୀଷ୍ଟମାସ୍‌ ଏବଂ ନୂଆବର୍ଷ ପାଇଁ ଟ୍ବିନ୍‌ ସିଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହି ଦୁଇ ଦିନପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଉଭୟ ସହରରେ ଅଧିକ ୧୫ ପ୍ଲାଟୁନ ଫୋର୍ସ ନିୟୋଜିତ କରାଯିବ ବୋଲି କମିଶନର ଏସ୍‌. ଦେବଦତ୍ତ ସିଂହ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ପୋଲିସ ସାଦା ପୋଷାକରେ ମୁତୟନ ରହି ସମସ୍ତଙ୍କ ଉପରେ ନଜର ରଖିବେ ବୋଲି କମିଶନର କହିଛନ୍ତି। ନୂଆବର୍ଷ ଆସୁଥିବାରୁ ଜିରୋନାଇଟ ଉତ୍ସବ ପାଳନ ପାଇଁ ସହରର ବିଭିନ୍ନ କ୍ଲବ, ବାର୍‌ ଏବଂ ହୋଟେଲରେ ବ୍ୟାପକ ଆୟୋଜନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସହରର ସୁରକ୍ଷା ବ୍ୟବସ୍ଥା ଉପରେ ପୋଲିସ ଗୁରୁତ୍ୱ ଦେଇଛି। ମଦ୍ୟପଙ୍କ ଉପରେ ନଜର ରଖାଯାଇଛି। ଯଦି କୌଣସି ବ୍ୟକ୍ତି ମଦ ପିଇ ଉପତ୍ାତ କରନ୍ତି, ତାଙ୍କୁ ତୁରନ୍ତ ଗିରଫ କରାଯିବ। ମଦ ପିଇ ଗାଡ଼ି ଚଲାଉଥିଲେ ଛକରେ ଜଗିଥିବା ପୋଲିସ କର୍ମଚାରୀ ଯାଞ୍ଚ କରିବେ। ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ସହ ଗାଡ଼ି ଜବତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ଇଣ୍ଡିଆ ସହ ହୋଇଛି ବଡ଼ ଧୋକା: ୩୩୩ ରନ ହୋଇଥିବା ପିଚ୍‌ରେ ଭାରତ ୮୯ରେ ଅଲଆଉଟକୁ ନେଇ ମୁହଁ ଖୋଲିଲେ ଶ୍ରେୟସ ଆୟର

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଟିମ ଇଣ୍ଡିଆର ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଯେଉଁ ପିଚ୍‌ରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୩୩୩ ରନ…

ବରଗଡ଼ ଗସ୍ତରେ ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ, ୩୮୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ…

ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଆଇନ, ପୂର୍ତ୍ତ ଏବଂ ଅବକାରୀ ବିଭାଗ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଶୁକ୍ରବାର ଦିନିକିଆ ବରଗଡ଼ ଗସ୍ତରେ ଆସି ଜିଲାର ସର୍ବାଙ୍ଗୀନ ବିକାଶ ନିମନ୍ତେ…

କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ନିରୀକ୍ଷଣ କାର୍ଯ୍ୟକ୍ରମ: ପାଠପଢ଼ା ସହ କ୍ରୀଡ଼ା ପ୍ରତି ଧ୍ୟାନ ଦେବାକୁ ପରାମର୍ଶ

ଭଞ୍ଜନଗର,୧୩।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ନିରୀକ୍ଷଣ ଓ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ଶିକ୍ଷାଦାନ ପଦ୍ଧତି, ଶିକ୍ଷାର…

ପାଟ୍ରୋଲିଂବେଳେ କାର୍‌ ଅଟକାଇଲା ପୋଲିସ, ଭିତରେ ଏତେ ଗଞ୍ଜେଇ ଦେଖି ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଶୁକ୍ରବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ବେଗୁନିଆପଡ଼ା ଥାନା ନୂଆଗଡ଼ ସୁମଣ୍ଡଳ ଗ୍ରାମର ବାବୁ ନାୟକ(୨୫)ଙ୍କୁ ବ୍ରହ୍ମପୁର…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଘର ଲୋକଙ୍କ ଭୟରେ ଜଙ୍ଗଲକୁ ପଳାଇଥିଲେ ୪ ଦଶମ ଶ୍ରେଣୀ ଛାତ୍ର, ଆଉ ତା’ପରେ…

ବଲାଙ୍ଗୀର,୧୩।୧୧: ବଲାଙ୍ଗୀର ସହର ଉପକଣ୍ଠ ଜଙ୍ଗଲରୁ ଶୁକ୍ରବାର ୪ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ସମସ୍ତ ଛାତ୍ର ଲଳିତନଗର ଅଞ୍ଚଳର ବୋଲି ଜଣାପଡିଛି। ମିଳିଥିବା…

ଟିମ୍‌ଇଣ୍ଡିଆକୁ ଦିନରେ ତାରା ଦେଖେଇଦେଲେ ହେନରୀ: କଲେ ରେକର୍ଡ ବର୍ଷା

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ମାଉଣ୍ଟ ମାଉଙ୍ଗାନୁଇର ବେ ଓଭାଲ ଷ୍ଟାଡିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଦିନିକିଆ ମ୍ୟାଚ୍‌ରେ ଟିମ ଇଣ୍ଡିଆକୁ ୨୪୪ ରନ୍‌ର ବଡ଼…

ମୋ ଫୋନ ଟ୍ୟାପ କରାଯାଉଛି, ସବୁ ପ୍ରମାଣ ଏଥିରେ ଅଛି: ସାଂଘାତିକ ଅଭିଯୋଗ ଆଣିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୩।୧୧: ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ନିଜ ଫୋନ ଟ୍ୟାପିଂ ହେଉଥିବା ନେଇ ଅଭିଯୋଗ କରିଛନ୍ତି। ସୋସିଆଲ ମିଡିଆରେ ସେ ଦାବି କରିଛନ୍ତି,…

ଦିନିକିଆରେ ଏମିତି ରେକର୍ଡ କଲେ ଶ୍ରେୟସ, ଅଧିନାୟକ ଡେବ୍ୟୁରେ ଶୂନରେ ଆଉଟ୍‌

ନୂଆଦିଲ୍ଲୀ, ୧୩।୧୧: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବେ ଶ୍ରେୟସ ଆୟରଙ୍କ ଡେବ୍ୟୁ ଖରାପ ରହିଥିଲା। କିନ୍ତୁ ଦିନିକିଆରେ ତାଙ୍କ ଡେବ୍ୟୁ ଏହାଠାରୁ ମଧ୍ୟ ଅଧିକ ନିରାଶାଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?