କ୍ରନିକ୍‌ ରୋଗ ଓ ଛଣାତେଲ

ଆଜିକାଲି ଛଣାଛଣି ଏବଂ ଚଟପଟିଜାତୀୟ ଖାଦ୍ୟର ଚାହିଦା ଅଧିକ। ଅନେକେ ଏପରି ଖାଦ୍ୟ ପ୍ରସ୍ତୁତ ପାଇଁ ଆବଶ୍ୟକ ତେଲକୁ ଏକାଧିକ ଥର ବ୍ୟବହାର କରିଥାଆନ୍ତି। ଅନେକେ ବଳକା ତେଲକୁ ପୁଣି ଥରେ ଛଣାଛଣି ପାଇଁ ବ୍ୟବହାର କରନ୍ତି। ତେବେ ଏପରି ଖାଦ୍ୟ ଖାଦ୍ୟ ଖାଇଲେ ଆମେ ପେଟଜନିତ ରୋଗର ଶିକାର ହୋଇଥାଉ। ନିକଟରେ ୟୁନିଭର୍ସିଟି ଅଫ ସିଡ୍‌ନୀର ପୁଷ୍ଟିବିଜ୍ଞାନୀମାନଙ୍କ ଦ୍ୱାରା ହୋଇଥିବା ଏକ ସର୍ଭେରୁ ଜଣାପଡିଛି ଯେ, ଏପରି ତେଲ କ୍ରନିକ୍‌ ବା ଦୀର୍ଘକାଳୀନ ରୋଗ ପାଇଁ ଦାୟୀ। ମାତ୍ର ଏହା ଶରୀର ପାଇଁ କ୍ଷତିକାରକ। ଏପରି ତେଲରେ ପ୍ରସ୍ତୁତ ଖାଦ୍ୟ ଖାଇବା ଦ୍ୱାରା ଏହି ତେଲରେ ଥିବା ବିଷାକ୍ତ ତତ୍ତ୍ୱ ଦୀର୍ଘକାଳୀନ ରୋଗ ସୃଷ୍ଟି କରିଥାଏ। ଅନ୍ୟପକ୍ଷରେ ଛଣାତେଲକୁ ଅଧିକ ଗରମ କରିବା ଦ୍ୱାରା ଏଥିରେ ଥିବା ଫ୍ୟାଟ ତତ୍ତ୍ୱ ଟ୍ରାନ୍‌ସ ଫ୍ୟାଟ୍‌ରେ ପରିଣତ ହୋଇଥାଏ, ଯାହା ହୃଦରୋଗ ପାଇଁ ଅନେକାଂଶରେ ଦାୟୀ ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏପରି ତେଲରୁ ପ୍ରସ୍ତୁତ ଖାଦ୍ୟ ବାରମ୍ବାର ଖାଇବା ଦ୍ୱାରା ଲିଭର କ୍ୟାନ୍‌ସର ହେବାର ଯଥେଷ୍ଟ ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri