Categories: Video

ବାହାରିଲା +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଫଳ ପ୍ରକାଶ ପାଇଛି। ପରୀକ୍ଷାଫଳ ଘୋଷଣା କରିଛନ୍ତି ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ।