ପରୀକ୍ଷା କେନ୍ଦ୍ରରେ କ୍ୟାମେରା ଲଗେଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର,୯।୩(ବ୍ୟୁରୋ): ଆସନ୍ତା ଏପ୍ରିଲରେ ଯୁକ୍ତ ଦୁଇ କଳା, ବାଣିଜ୍ୟ,ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ସେନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ପରୀକ୍ଷା ପୂର୍ବରୁ ରାଜ୍ୟର ସମସ୍ତ ଯୁକ୍ତ ଦୁଇ କଲେଜରେ ସିସିଟିଭି କ୍ୟାମେରା ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସମସ୍ତ ପରୀକ୍ଷା କେନ୍ଦ୍ର, ଉପକେନ୍ଦ୍ର, ପରୀକ୍ଷା ପରିଚାଳନା ହବ, ସେଲ୍ଫ ଫାଇନାନ୍ସିଂ କଲେଜର ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ମାର୍ଚ୍ଚ ୨୬ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ର ଚିହ୍ନଟ କରାଯାଉଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ କଲେଜରେ ସିସିଟିଭି କ୍ୟାମେରା ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସେଲ୍ଫ ଫାଇନାସିଂ କଲେଜ ଗୁଡ଼ିକ ମାର୍ଚ୍ଚ ୧୫ସୁଦ୍ଧା ସିସିଟିଭି ଲଗାଇବାକୁ କୁହାଯାଇଥିବା ବେଳେ ୧୭ ସୁଦ୍ଧା ସେଲ୍ଫ ଫାଇନାସିଂ କଲେଜଗୁଡ଼ିକ ସାମ୍ସ ୱେବ ସାଇଟରେ ସିସିଟିଭି କ୍ୟାମେରା ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି । ଯଦି କୌଣସି କଲେଜ ସିସିଟିଭି ଲଗାଇବାରେ ବିଫଳ ହୁଅନ୍ତି ସେଠାକାର ପରୀକ୍ଷା କେନ୍ଦ୍ର ବାତିଲ କରିବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ ଚେତାବନୀ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଜଣେ ଗିରଫ

କଟକ ଅଫିସ,୯ା୯ : ବିଦେଶରେ ଚାକିରି କରାଇ ଦେବାକୁ କହି ଟଙ୍କା ଠକି ନେବା ଅଭିଯୋଗରେ ବାଦାମବାଡି ପୋଲିସ ସେଖ୍‌ ମୋବିନ ନାମକ ଜଣେ ବ୍ୟକ୍ତିଙ୍କୁ...

ଖୋଲିପାରେ ୬ଷ୍ଠରୁ ୮ମ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ରାଜ୍ୟ ସରକାରଙ୍କୁ ସୁପାରିସ କରିବେ। ଷଷ୍ଠରୁ ଅଷ୍ଟମ...

କଳାହାଣ୍ଡିରେ କରୋନାର ସ୍ଥିତି ଚିନ୍ତାଜନକ

ଭବାନୀପାଟଣା,୭।୪: କଳାହାଣ୍ଡିରେ ମାଡିଲାଣି କରୋନା। ଚଳିତ ମାସ ପ୍ରଥମ ସପ୍ତାହରେ ଚିହ୍ନଟ ହୋଇଛନ୍ତି ୨୮୧ନୂଆ ଆକ୍ରାନ୍ତ। ଗତ ୧ ତାରିଖରେ ୨୬ଜଣ, ୨ରେ ୨୨, ୩ରେ...

ଛାତ୍ର ଆନ୍ଦୋଳନ ଜାରି: ବସିଲା ବୈଠକ, ତୁଟିଲାନି ବିବାଦ

କୁଆମରା,୫ା୧୧(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ...

ପରକ୍ରୀୟା ପ୍ରୀତି ନେଲା ଜୀବନ

ଅନୁଗୋଳ ଅଫିସ,୨୫।୫: ଅନୁଗୋଳ ସହର ଉପକଣ୍ଠରେ ପରକ୍ରିୟା ପ୍ରୀତି ଯୋଗୁଁ ୨ଜଣ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଚଣ୍ଡି ବଜାର ନିକଟରେ ଥିବା ଏକ ଜଙ୍ଗଲିଆ ସ୍ଥାନରେ...

ବସ୍‌ ଚଳାଚଳ ପାଇଁ ଜାରି ହେବ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ଦେଖି କଟକଣାକୁ ଜୁଲାଇ ୧୬  ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ୨୦ଟି ଜିଲାରେ ବସ୍‌...

ଲଲାଗୁଲା ହେଇ ଜୀବନ୍‌ ବିତଉଛନ୍‌ ଅଁଧ୍‌ ବୁରୁଧ୍‌: ଥଇଥାନ ଲାଗି ଦାବି କଲେ ଗଁ।ବାସୀ

  ଅତାବିରା, ୨୧।୩ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ସଂକିର୍ଡ଼ା ପଁଚେତ୍‌ ସଦର ଗଁାରେ ବାସ କରୁଛନ୍‌ ସୁରୁବାବାୁ ପତି(୬୬)। ଅନେକ ବଛର ତଲେ...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୪୩ ପଜିଟିଭ୍‌

ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩ ଜଣ ପିଲା ଅଛନ୍ତି। ସେହିପରି...

Advertisement
Archives

Model This Week