ଚର୍ଚ୍ଚରେ ୩ ଜଣଙ୍କୁ ହତ୍ୟା, ମହିଳାଙ୍କ ଗଳା କାଟିଲେ ଆକ୍ରମଣକାରୀ

ପ୍ୟାରିସ୍‌,୨୯ା୧୦: ଗୁରୁବାର ଫ୍ରାନ୍ସର ନାଇସ ସହରର ଏକ ଚର୍ଚ୍ଚରେ ଆକ୍ରମଣ ହୋଇଛି। ଏଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆକ୍ରମଣକାରୀ ଜଣେ ମହିଳାଙ୍କ ଛୁରି ସାହାଯ୍ୟରେ ଗଳାକାଟି ଦେଇଛନ୍ତି। କୁହାଯାଉଛି ଏହା ଆତଙ୍କବାଦୀ ଆକ୍ରମଣ ମଧ୍ୟ ହୋଇପାରେ। ସହରର ନୋଟ୍ରେ ଡେମ୍‌ ଚର୍ଚ୍ଚରେ ଏହି ଆକ୍ରମଣ ହୋଇଛି।
ଆକ୍ରମଣ ସମୟରେ ଚର୍ଚ୍ଚରେ ବହୁ ସଂଖ୍ୟକ ଲୋକ ପ୍ରାର୍ଥନା ପାଇଁ ଏକାଠି ହୋଇଥିଲେ। ନାଇସ୍‌ ଡେମ୍‌ ଚର୍ଚ୍ଚ ହେଉଛି ସହରର ସବୁଠୁ ବଡ଼ ଚର୍ଚ୍ଚ। ନାଇସର ମେୟର କହିଛନ୍ତି, ଆକ୍ରମଣକାରୀଙ୍କୁ ଗିରଫ କରାଯାଇଛି। ସେ କହିଛନ୍ତି, ମୃତକମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ଚର୍ଚ୍ଚର ଓ୍ବାର୍ଡେନ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?