ମିଥ୍ୟା ସୂଚନା ଅଭିଯୋଗରେ ସିଆଇଏ. ଏଫବିଆଇର ୱେବସାଇଟ ବ୍ଲକ, ରୁଷିଆ ସେନାଙ୍କୁ ବଦନାମ କରିବାକୁ ଥିଲା ଯୋଜନା

ମସ୍କୋ,୨୮ ।୧: ମିଥ୍ୟା ଖବର ପ୍ରଚାର ଅଭିଯୋଗରେ ରୁଷିଆ ଆମେରିକାର ସରକାରୀ ଏଜେନ୍ସି ସିଆଇଏ ଓ ଏଫବିଆଇର ୱେବସାଇଟକୁ ବ୍ଲକ କରିଦେଇଛି । ରୁଷିଆର ସଂଚାର ନିୟାମକ ରୋସକୋମ୍ନାଡଜୋର ଶୁକ୍ରବାର ଏହି ସୂଚନା ଦେଇଛନ୍ତି । ଏକ ବୟାନରେ ସେ କହିଛନ୍ତି, ରୁଷିଆରେ ସାମାଜିକ-ରାଜନୈତିକ ସ୍ଥିତିକୁ ଅସ୍ଥିର କରିବା ପାଇଁ ଉଦ୍ଦିଷ୍ଟ ମିଥ୍ୟା ସାମଗ୍ରୀର ପ୍ରସାର ପାଇଁ ଏହା ଶତ୍ରୁ ଦେଶର ସରକାରୀ ଏଜେନ୍ସି ଗୁଡିକରେ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇଛି । ଏଥିରେ ଆମେରିକାର ଦୁଇଟି ୱେବସାଇଟ ରହିଛନ୍ତି । ଉଭୟ ୱେବସାଇଟ ରୁଷିଆ ସେନାଙ୍କୁ ବଦନାମ କରିବାକୁ ଭୁଲ ସାମଗ୍ରୀ ଓ ସୂଚନା ପ୍ରକାଶିତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri