ବେଦାନ୍ତ ଲାଞ୍ଜିଗଡ଼କୁ ସିଆଇଆଇ ଏକ୍ସିଲେନ୍ସ ପୁରସ୍କାର

ଭୁବନେଶ୍ୱର, ୧୩।୯ : ବେଦାନ୍ତ ଲାଞ୍ଜିଗଡ଼ ଚଳିତ ବର୍ଷର ସିଆଇଆଇ ଏକ୍ସିଲେନ୍ସ ପୁରସ୍କାର ପ୍ରାପ୍ତ ହୋଇଛି। କମ୍ପାନୀରେ କାର୍ଯ୍ୟରତ ୨୫୦୦ରୁ ଊର୍ଦ୍ଧ୍ୱ କର୍ମଚାରୀଙ୍କର ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ କ୍ଷେତ୍ରର ଉଲ୍ଲେଖନୀୟ କାର୍ଯ୍ୟପନ୍ଥା ସହ ଦାୟିତ୍ୱବୋଧତା ପାଇଁ ସିଆଇଆଇ ପୂର୍ବାଞ୍ଚଳ ପକ୍ଷରୁ ଏହି ଉକତ୍ର୍ଷ ପୁରସ୍କାର ପ୍ରଦାନ କରାଯାଇଛି। ଉକ୍ତ ଗାଇଡ୍‌ଲାଇନ ଓ କାର୍ଯ୍ୟକ୍ରମରେ ପ୍ରାୟ ୪୪ଟି ସଂସ୍ଥା ଅଂଶଗ୍ରହଣ କରିଥିଲେ। ଭର୍ଚୁଆଲ ମାଧ୍ୟମରେ ଗତ ୧୦ ସେପ୍ଟେମ୍ବରରେ ସିଆଇଆଇ ପକ୍ଷରୁ ଆୟୋଜିତ ଚତୁର୍ଦ୍ଦଶ ସୁରକ୍ଷା ପ୍ରଦର୍ଶନୀ ଏବଂ ଆଲୋଚନା ସମାରୋହରେ କମ୍ପାନୀ ପକ୍ଷରୁ ମୁଖ୍ୟ ପରିଚାଳନା ଅଧିକାରୀ ରାକେଶ ମୋହନ ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ସମାରୋହରେ ଉପସ୍ଥିତ ଅତିଥିବୃନ୍ଦ ବେଦାନ୍ତ ଲାଞ୍ଜିଗଡ଼ ସୁରକ୍ଷା ତଥା ନିରନ୍ତର ବିକାଶ କ୍ଷେତ୍ରରେ ପ୍ରୟାସ ଏବଂ ସଂକଳ୍ପକୁ ପ୍ରଶଂସା କରିଥିଲେ। ଏହି ଅବସରରେ ବେଦାନ୍ତ ଲାଞ୍ଜିଗଡ଼ର ପରିଚାଳନା କମିଟି ଓ କମ୍ପାନୀ କର୍ତ୍ତୃପକ୍ଷଙ୍କ ଦାୟିତ୍ୱବୋଧ ଯୋଗୁ ସମ୍ଭବ ହୋଇପାରିଛି ବୋଲି ରାକେଶ ମୋହନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri