ଭୁବନେଶ୍ୱର,୯।୩: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଟାଟା ଷ୍ଟିଲ୍ର ଅଗ୍ରଣୀ ୟୁନିଟ୍ ଟାଟା ଷ୍ଟିଲ୍ କଳିଙ୍ଗନଗର (ଟିଏସ୍କେ)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଟିଏସ୍କେକୁ ଲାର୍ଜ ସ୍କେଲ୍ ମାନ୍ୟୁଫାକ୍ଚରିଂ ସେକ୍ଟର ବର୍ଗରେ ସମ୍ମାନଜନକ କନ୍ଫେଡେରେଶନ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରି (ସିଆଇଆଇ) ଏସ୍ଏଚ୍ଇ (ନିରାପତ୍ତା, ସ୍ବାସ୍ଥ୍ୟ ଓ ପରିବେଶ) ଉତ୍କର୍ଷ ପୁରସ୍କାର ୨୦୨୨-୨୦୨୩ରେ ‘ପ୍ରଥମ ରନର ଅପ୍’ ଭାବେ ପୁରସ୍କୃତ କରାଯାଇଛି। ଏପରିକି ଭୁବନେଶ୍ୱରଠାରେ ଆୟୋଜିତ ସିଆଇଆଇ ଓଡ଼ିଶା ବାର୍ଷିକ ସମ୍ମିଳନୀରେ ଟିଏସ୍କେକୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଟିଏସ୍କେର ନିରାପତ୍ତା ବିଭାଗର ମୁଖ୍ୟ ରବି ମିଶ୍ର, ଟିଏସ୍କେର ଇସ୍ପାତ ମାନବ ସମ୍ବଳ ବ୍ୟବସାୟ ସହଯୋଗୀ ବିଭାଗର ମୁଖ୍ୟ ଯଶବନ୍ତ କୁମାର ପାଣ୍ଡେ, ଟିଏସ୍କେର ଲଜିଷ୍ଟିକ୍ ଅପରେଶନ ବିଭାଗର ମୁଖ୍ୟ ଶୁଭ୍ରାଂଶୁ ଶେଖର ରାଉତ ପ୍ରମୁଖ ଉକ୍ତ ସମ୍ମିଳନୀରେ ଯୋଗଦେଇ ଏହି ପୁରସ୍କାର ଗ୍ରହଣ କରିଥିଲେ। ଟିଏସ୍କେ ଏହାର କର୍ମଚାରୀଙ୍କ ନିରାପତ୍ତା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ବିଶ୍ୱସ୍ତରୀୟ ସର୍ବୋତ୍ତମ ଅଭ୍ୟାସ ଏବଂ ଅଭିନବ ପଦ୍ଧତି କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତିବଦ୍ଧ ରହିଛି।
୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…
ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…
ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…
୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…
କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…
ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…
ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ
ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…
କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?
ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…
ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…
ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…
ଭାରତରେ ଏହିଦିନ ଲଞ୍ଚ୍ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍! ମୋଦି ସରକାର ଦେଲେ ମଞ୍ଜୁରୀ…
ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…
ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍
ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…
Archives

