ସିନେମା ବାଲା ବାବୁ ଭାବେ ପରିଚିତ ଏହି ଶିକ୍ଷକ

ରାୟପୁର,୧୨ ।୯: କରୋନା ପାଇଁ ଏବେ ପ୍ରାୟ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପିଲାମାନେ ଅନ୍‌ଲାଇନରେ ପାଠ ପଢୁଛନ୍ତି । ଏହି ସମୟରେ ପିଲାମାନଙ୍କୁ ସହଜରେ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ଛତିଶଗଡ଼ରେ ସିନେମାବାଲା ବାବୁ ନାଁରେ ପରିଚିତ ଜଣେ ଶିକ୍ଷକ କୋରିୟା ଜିଲାରେ ମୋହଲ୍ଲା କ୍ଲାସ ଆରମ୍ଭ କରିଛନ୍ତି । ତାଙ୍କର ବିଶେଷତା ହେଲା ସେ ତାଙ୍କ ମୋଟର ସାଇକେଲରେ ଟେଲିଭିଜନ ଓ ସ୍ପିକର ସାହାଯ୍ୟରେ ପିଲାମାନଙ୍କୁ ପାଠ ପଢାଉଛନ୍ତି । ଶିକ୍ଷକ ଜଣଙ୍କ ପିଲାମାନଙ୍କୁ ଆକର୍ଷିତ କରିବାକୁ ଏଭଳି ଉପାୟ ଆପଣାଇଥିବା କହିଥିବା ବେଳେ ପିଲାମାନେ ବି ଏଥିରେ ଖୁସିଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…

ସର୍ପ ଦଂଶନରେ ଚାଲିଗଲା ବର୍ଷୀୟାନ ସଂଗଠକଙ୍କ ଜୀବନ: ଅଞ୍ଚଳ ଜଣେ ମୂରବୀଙ୍କୁ ହରାଇଲା ବୋଲି କହିଲେ…

  ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri