ସିନେମାଟୋଗ୍ରାଫର ଗାଗାରିନ୍‌ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଓଡ଼ିଶା ଜନ୍ମିତ ବିଶିଷ୍ଟ ସିନେମାଟୋଗ୍ରାଫର ଗାଗାରିନ ମିଶ୍ରଙ୍କ ବୁଧବାର ପରଲୋକ ଘଟିଛି। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୬୭ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ କୁହାଯାଇଛି। ସେ ‘ଫୁଲଚନ୍ଦନ’, ‘ନଈ ସେପାରି କନକ ଗୋରୀ’ ଭଳି ବହୁ ସୁପରହିଟ ଓଡ଼ିଆ ଫିଲ୍ମରେ କାମ କରି ନିଜ ଛାପ ଛାଡ଼ିଯାଇଛନ୍ତି। ୨୦୧୨ରେ ଚଳଚ୍ଚିତ୍ର ‘ନଈ ସେପାରି କନକ ଗୋରୀ’ ପାଇଁ ତାଙ୍କୁ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା। କେବଳ ଓଡ଼ିଆ ଚଳଚ୍ଚିତ୍ର ନୁହେଁ, ‘ବେତାବ’, ‘ଚାନ୍ଦନୀ’, ‘ତେଜାବ’, ‘ରାମ ଅବତାର’, ‘ୱଜୁଦ’, ’ପ୍ୟାର୍‌ କି ଜିତ୍‌’ ଭଳି ବହୁ ହିନ୍ଦୀ ଫିଲ୍ମରେ ସେ ମଧ୍ୟ କାମ କରିଥିଲେ। ଗତ ଅଗଷ୍ଟରେ ଗାଗାରିନ୍‌ଙ୍କ ସାନ ଭାଇ ତଥା ଜଣାଶୁଣା ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କର ମଧ୍ୟ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପଦକ ନିଶ୍ଚିତ କଲେ ଲଭ୍‌ଲିନା

ଗ୍ଲାସ୍‌ଗୋ,୨୩ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆନୁଷ୍ଠାନିକ ଭାବେ ଆରମ୍ଭ ହେବା ପୂର୍ବରୁ ଭାରତ ତା’ର ପ୍ରଥମ ପଦକ ନିଶ୍ଚିତ କରିଛି। ଭାରତୀୟ ବକ୍ସର ଲଭଲିନା ବର୍ଗୋହେନ ୭୫ କେଜି…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri