ରୋଡ୍‌ ଶୋରେ ସିନେଷ୍ଟାର, ଏମ୍‌ପି

ବାସୁଦେବପୁର, ୨୩ା୩ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ପାଇଁ ବିଜେଡିରୁ ପ୍ରାର୍ଥୀ ହୋଇଥିବା ପୌରାଧ୍ୟକ୍ଷ ପ୍ରାର୍ଥିନୀ ନିବେଦିତା ବେହେରାଙ୍କ ପାଇଁ ମଙ୍ଗଳବାର ସିନେଷ୍ଟାର, ଭଦ୍ରକ ଏମ୍‌ପି, ବାସୁଦେବପୁର ବିଧାୟକ, ନବନିର୍ବାଚିତ ବ୍ଲକ ଅଧ୍ୟକ୍ଷ ପ୍ରମୁଖ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। ପ୍ରଚାରର ଶେଷଦିନରେ ଭୋଟରଙ୍କ ମନ କିଣିବା ପାଇଁ ବିଜେଡି ଭରପୁର ପ୍ରଚେଷ୍ଟା କରିଥିବା ଲକ୍ଷ୍ୟ କରାଯାଇଥିଲା। ବାସୁଦେବପୁର ଯାଦବ ପଡ଼ିଆ ରାଧାକୃଷ୍ଣ ମନ୍ଦିର ପରିସରରୁ ଏହି ରୋଡ୍‌ ଶୋ ଆରମ୍ଭ କରାଯାଇଥିଲା। ଏହି ରୋଡ୍‌ ଶୋ ରେ ସିନେଷ୍ଟାର ଏଲିନା, ସମ୍ବିତ, ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ତାଙ୍କର ବଡ଼ଭାଇ ଦୁର୍ଗାଦତ୍ତ ରାଉତରାୟ, ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ବିଶ୍ୱାଳ, ପୌରାଧ୍ୟକ୍ଷ ପ୍ରାର୍ଥିନୀ ନିବେଦିତା ବେହେରା, ଯୁବନେତା ଶୁଭେନ୍ଦୁ ଭୂଷଣ ବେହେରା, ବିଧାୟକ ପ୍ରତିନିଧି ଅସିତ ଦାସ, ଦେବସ୍ବରୂପ ଧନୀ, ବ୍ଲକ ବିଜେଡି ସଭାପତି ଦୀନବନ୍ଧୁ ଦାସ, ଯୁବ ବିଜେଡି ନଗର ସଭାପତି ମାନସ ସାହୁ, ନଗର ସଭାପତି ଶ୍ୟାମସୁନ୍ଦର ମହାନ୍ତିଙ୍କ ସମେତ ବିଜେଡି କର୍ମକର୍ତ୍ତାଙ୍କ ସହ ୩ ହଜାରରୁ ଊର୍ଦ୍ଧ୍ୱ ସମର୍ଥକ ବାଇକ୍‌ ରାଲିରେ ୨୩ ନଂ ୱାର୍ଡ ପରିକ୍ରମା କରି ଭୋଟରଙ୍କୁ ଭୋଟ ଭିକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri