ISC Paper Postponed: ଦ୍ୱାଦଶ ରସାୟନ ବିଜ୍ଞାନ ପରୀକ୍ଷା ବାତିଲ୍‌

ନୂଆଦିଲ୍ଲୀ,୨୬।୨: କାଉନସିଲ ଫର୍‌ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (CISCE) ପକ୍ଷରୁ ସୋମବାର ଫେବୃଆରୀ ୨୬ରେ ଧାର୍ଯ୍ୟ ହୋଇଥିବା ରସାୟନ ବିଜ୍ଞାନ ପେପରକୁ ବାତିଲ୍‌ କରାଯାଇଛି। ‘ଅପ୍ରତ୍ୟାଶିତ ପରିସ୍ଥିତି’ କାରଣରୁ ଦ୍ୱାଦଶ ରସାୟନ ବିଜ୍ଞାନ ପରୀକ୍ଷା ରଦ୍ଦ ହୋଇଛି। ପରିଷଦ ମଧ୍ୟ ପରୀକ୍ଷା ପାଇଁ ନୂତନ ପରୀକ୍ଷା ତାରିଖ ଘୋଷଣା କରିଛି।
ISC ବୋର୍ଡ ପରୀକ୍ଷା ୨୦୨୪ ଫେବୃଆରୀ ୧୨ରେ ଆରମ୍ଭ ହୋଇଥିଲା ଏବଂ ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ। ବର୍ତ୍ତମାନ ପର୍ଯ୍ୟନ୍ତ ପରୀକ୍ଷାଗୁଡ଼ିକ ସୁରୁଖୁରୁରେ ଚାଲିଛି ଏବଂ ଚଳିତ ବର୍ଷ CISCE ବୋର୍ଡ ପରୀକ୍ଷା ପରିଚାଳନାରେ ଏଭଳି ସମସ୍ୟା ସାମ୍ନାକୁ ଆସିଛି। ତେବେ କାଗଜ ଲିକ ହୋଇଛି କି ନାହିଁ ତାହା ନିଶ୍ଚିତ ହୋଇନାହିଁ।
ଆଜି ଅନୁଷ୍ଠିତ ହେବାକୁ ଥିବା ଦ୍ୱାଦଶ ରସାୟନ ବିଜ୍ଞାନ ପରୀକ୍ଷାକୁ ବାତିଲ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରସାୟନ ବିଜ୍ଞାନ ଥିଓରୀ ପରୀକ୍ଷା ବର୍ତ୍ତମାନ ମାର୍ଚ୍ଚ ୨୧ରେ ଅପରାହ୍ନ ୨ଟାରେ କରାଯିବ। ରସାୟନ ବିଜ୍ଞାନ ଡେପୁଟି ସେକ୍ରେଟାରୀ ସଂଗୀତା ଭାଟିଆ ଏକ ସରକାରୀ ବିଜ୍ଞପ୍ତିରେ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri