ଧନତେରସରେ ସୁନା ଦୋକାନୀଙ୍କୁ ଜିଏସ୍‌ଟି ମାଡ଼: ଜଣେ ବ୍ୟବସାୟୀଙ୍କ ତିତିତିନିଟା ଦେକାନରେ ପଶିଲା ସିଟି/ଜିଏସ୍‌ଟି ଟିମ୍‌

ସମ୍ବଲପୁର,୨୯।୧୦: ସମ୍ବଲପୁର ମାରଓ୍ବାଡି ବଜାରରେ ତୁଲଶ୍ୟାନ୍‌ ଜୁଏଲାରୀ ଦୋକାନରେ ମଙ୍ଗଳବାର ଜିଏସ୍‌ଟି ଚଢ଼ାଉ ହୋଇଛି। ଧନତେରସ ଚାଲିଥିବା ବେଳେ ଏବେ ସୁନା ଦୋକାନରେ ଭିଡ ଦେଖିବାକୁ ଲାଗୁଛି। ଲୋକେ ଘରକୁ ସୁନା କିଣି ନେଉଥିବା ବେଳେ ସୁନା ଦୋକାନରେ ପସିଛନ୍ତି ସିଟି /ଜିଏସ୍‌ଟି ଟିମ୍‌।
ସମ୍ବଲପୁର ମାରଓ୍ବାଡି ବଜାରରେ ଥିବା ଜଣେ ବ୍ୟବସାୟୀଙ୍କ ୩ ସୁନା ଦୋକାନରେ ଚଢ଼ାଉ ଛାଲିଛି। ଷ୍ଟକ ସହ କାଗଜପତ୍ର ଯାଞ୍ଚ କରାଯାଉଛି। ତେବେ ବର୍ତ୍ତମାନ ଚଢ଼ାଉ ଚାଲିଥିବା ବେଳେ ପରବର୍ତ୍ତୀ ସମୟରେ ସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ। ଯଦି କିଛି ପ୍ରମାଣ ମିଳେ ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀ କହିଛନ୍ତି।
ତେବେ ସମାନ ଭାବେ ଭବାନୀପାଟଣାରେ ମଧ୍ୟ ଚଢ଼ାଉ ହୋଇଛି। କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ବସୁନ୍ଧରା ଜୁଏଲେରୀରେ ମଙ୍ଗଳବାର ଜିଏସ୍‌ଟି ଏବଂ ଏନ୍‌ଫୋର୍ସମେଣ୍ଟ ବିଭାଗ ବଡ଼ ଧରଣର ଚଢାଉ କରିଛି। ଜିଏସ୍‌ଟି ଫାଙ୍କୁଥିବା ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଦୀର୍ଘ ସମୟ ଧରି ଅଧିକାରୀମାନେ ଦୋକାନର ବିଭିନ୍ନ କାଗଜପତ୍ର ସହ ଷ୍ଟକ୍‌ ଯାଞ୍ଚ କରୁଛନ୍ତି। ଏହି ଚଢ଼ାଉରେ ୯ ଜଣିଆ ଟିମ୍‌ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri