Posted inଜାତୀୟ

ମାର୍ଚ୍ଚରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ନାଗରିକଙ୍କୁ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ,୧୫।୨: ମାର୍ଚ୍ଚ ମାସରୁ ୫୦ ବର୍ଷ ବୟଷରୁ ଊର୍ଦ୍ଧ୍ୱ ନାଗରିକଙ୍କୁ କରୋନା ଟିକାକରଣ କରାଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ସୋମବାର ଘୋଷଣା କରିଛନ୍ତି। ଟିକାକରଣ ଅଭିଯାନକୁ ନେଇ ସ୍ବାସ୍ଥ୍ୟ ବିଭାଗର ଉଦ୍ୟମକୁ ସେ ପ୍ରଶଂସା କରି କହିଥିଲେ। ସପ୍ତାହ ମଧ୍ୟରେ ଦେଶର ୧୮୮ଟି ଜିଲାରେ କୌଣସି ନୂତନ କରୋନା ସଂକ୍ରମଣ ହୋଇ ନାହିଁ। କୋଭିଡ -୧୯ ଟିକାକରଣରେ କାହାର ମୃତ୍ୟୁ ହୋଇନାହିଁ। ଯଦି ଟିକାକରଣ ପରେ ମୃତ୍ୟୁ ହୁଏ, ତେବେ ଏହାର ଅନୁସନ୍ଧାନ କରାଯାଉଛି। ସାମାନ୍ୟ କିଛି ଲୋକଙ୍କ ପାଖରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଉଛି। ୮୦-୮୫ ପ୍ରତିଶତ ଫ୍ରଣ୍ଟଲାଇନ କର୍ମଚାରୀଙ୍କୁ ଟିକାକରଣ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ୍‌ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା

ମୁମ୍ବାଇ,୨୪।୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଏକପ୍ରକାର ସବୁ ଠପ୍‌ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ...

ଗଠନ ହେବ ସାମାଜିକ ସୁରକ୍ଷା ପାଣ୍ଠି

ନୂଆଦିଲ୍ଲୀ,୧୪ା୬: ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ ପ୍ରବାସୀ ଶ୍ରମିକମାନଙ୍କୁ ସହାୟତା କରିବା ଲାଗି ଏକ ସାମାଜିକ ସୁରକ୍ଷା ପାଣ୍ଠି ଗଠନ ନିମନ୍ତେ କେନ୍ଦ୍ର ସରକାର ବିଚାର କରୁଛନ୍ତି।...

ଧ୍ରୁବୀକରଣର ପ୍ରୟୋଗଶାଳା

ହାଇଦ୍ରାବାଦ/ନୂଆଦିଲ୍ଲୀ,୩୦ା୧୧: ଡିସେମ୍ବର ୧ରେ ହେବାକୁ ଥିବା ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ (ଜିଏଚ୍‌ଏମ୍‌ସି) ନିର୍ବାଚନ ଉଭୟ ଜାତୀୟ ଓ ଆଞ୍ଚଳିକ ଦଳଗୁଡ଼ିକ ପାଇଁ ଅଗ୍ନିପରୀକ୍ଷା ହୋଇଛି।...

ସୁପ୍ରିମକୋର୍ଟ ଗଲା ମୁସ୍‌ଲିମ ସଂଗଠନ

ନୂଆଦିଲ୍ଲୀ,୪ା୫(ଆଇଏଏନ୍‌ଏସ୍‌): କୋଭିଡ୍‌-୧୯ ମହାମାରୀରେ ପ୍ରାଣ ହରାଉଥିବା ଲୋକଙ୍କୁ ସେମାନଙ୍କ ଘରପାଖ ଶ୍ମଶାନରେ କବର ଦିଆଯିବା ଘଟଣାକୁ ମୁମ୍ବାଇର ଜଣେ ବ୍ୟକ୍ତି ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ...

ଗୋଗୋଇଙ୍କୁ ଶିବଲ୍‌ଙ୍କ ୫ ପ୍ରଶ୍ନ

ନୂଆଦିଲ୍ଲୀ,୧୮।୩: ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟ ସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି। ଗୋଗୋଇଙ୍କ ରାଜ୍ୟ ସଭା...

ଜୟପୁର କମିଶନରେଟ୍‌ରେ ଇଣ୍ଟରନେଟ୍‌ ସେବା ସୋମବାର ପର୍ଯ୍ୟନ୍ତ ବନ୍ଦ

ଜୟପୁର,୧୦।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜସ୍ଥାନ ଜୟପୁର କମିଶନରେଟ୍‌ରେ ସୋମବାର ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ପାଇଁ ପ୍ରଶାସନ...

ଚମତ୍କାର ପ୍ରଦର୍ଶନ ସବୁବେେଳେ ମନେ ରହିବ

ନୂଆଦିଲ୍ଲୀ,୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ର ମହିଳା ହକିରେ ବ୍ରୋଞ୍ଜ ପଦକ ପାଇଁ ଖେଳାଯାଇଥିବା ମ୍ୟାଚରେ ଭାରତ ନିରାଶ ହୋଇଛି। ଦଳ ବ୍ରିଟେନ ହାତରୁ ୪-୩ ମ୍ୟାଚ...

୩ ମାସ ପର୍ଯ୍ୟନ୍ତ ଘରଭଡା ଆଦାୟ କରିବେନି ମାଲିକ

ମୁମ୍ବାଇ,୧୭।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଅନେକ ଲୋକଙ୍କ ଜୀବନଜୀବିକା ଉପରେ ଏହା ପ୍ରଭାବ ପକାଇଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର...

Advertisement


Archives

Model This Week