ଗଜଲକ୍ଷ୍ମୀ ପୂଜା ପାଇଁ ସହର ଉତ୍ସବ ମୁଖର, ୬ ଦିନ ଯାଏ ଚାଲିବ…

ଭଞ୍ଜନଗର,୬।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ସହର ଉତ୍ସବ ମୁଖର ହୋଇ ଉଠିଛି। ଭଞ୍ଜନଗର ସହରର ବସଷ୍ଟାଣ୍ଡ ସମେତ ବିଭିନ୍ନ ଗଳିରେ ଗଜ ଲକ୍ଷ୍ମୀ ପୂଜା ହେଉଛି। ଏଥିସହ ବାଉଁଶଲୁଣ୍ଡି , ମୁଜାଗଡ଼ ସମେତ ଗ୍ରାମାଞ୍ଚଳର ବିଭିନ୍ନ ଗ୍ରାମରେ ଆଜି ଠାରୁ ପୂଜା। ତେଣୁ ଆଜି ସମସ୍ତ ପୂଜା କମିଟି ପକ୍ଷରୁ କଳସ ଶୋଭାଯାତ୍ରା ହୋଇଥିଲା। ଏହାପରେ ବିଭିନ୍ନ ପୂଜା ହୋଇଥିଲା। ମୂଜାଗଡରେ ୬ ଦିନ ବ୍ୟାପି କାର୍ଯ୍ୟକ୍ରମ ହେବ। ଏହି ଅବସରରେ ବିଭିନ୍ନ ଦିବସରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ। ଗ୍ରାମର ତୁମ୍ବେଶ୍ୱର୍‌ କ୍ଲବ ଓ ମଙ୍ଗଳ ମୂର୍ତ୍ତି ୟୁଥ କ୍ଳବ ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟକ୍ରମ ହେଉଛି। ସେହିଭଳି ବାଉଁଶଲୁଣ୍ଡି ବାଞ୍ଚେଶ୍ୱର ପୂଜା କମିଟି ପକ୍ଷରୁ ମଧ୍ୟ ୬ ଦିନ ବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

୮୫% ଇଥାନଲ ମିଶା ଇନ୍ଧନରେ ଚାଲିବ କାର୍‌

ନୂଆଦିଲ୍ଲୀ,୨୨ା୪: ଅଶୋଧିତ ତୈଳ ଆମଦାନୀ ହ୍ରାସ କରିବା ସହ ପ୍ରଦୂଷଣ କମାଇବା ପାଇଁ ଗତ ଏପ୍ରିଲ ୧ରୁ ଭାରତରେ ଇ୨୦ ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ ଓ…

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri