Posted inଜାତୀୟ

ନିଜ ଠାରୁ କମ୍‌ ବୟସ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ସିଭିଲ ସର୍ଜନ, ସୋସିଆଲ ମିଡ଼ିଆରେ ଭାଇରାଲ…

ଗୋପଳଗଞ୍ଜ,୨୬।୯: ଏବେ ସୋସିଆଲ ମିଡ଼ିଆରେ ନିଜ ଠାରୁ କମ୍‌ ବୟସ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପାଦ ଛୁଇଁ ପ୍ରଣାମ କରୁଥିବା ଜଣେ ସଭିଲ୍‌ ସର୍ଜନଙ୍କ ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଗତ କିଛି ଘଣ୍ଟା ଧରି ଏହାକୁ ନେଇ ସୋସିଆଲ ମିଡ଼ିଆରେ ବାଦ ବିବାଦ ଜାରି ରହିଛି। ଘଟଣା ହେଉଛି ବିହାର ଗୋପଳଗଞ୍ଜ ଅଞ୍ଚଳର। ଫଟୋଟି ଶନିବାର ଉଠାଯାଇଥିବା କୁହାଯାଉଛି।

ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଳ ପାଣ୍ଡେ ସର୍କିଟ୍‌ ହାଉସ୍‌କୁ ଆସିଥିଲେ। ତାଙ୍କୁ ସ୍ବାଗତ କରିବା ପାଇଁ ହାତରେ ଫୁଲତୋଡ଼ା ଧରି ଛିଡ଼ା ହୋଇଥିବା ସିଭିଲ୍‌ ସର୍ଜନ ଡ. ଯୋଗେନ୍ଦ୍ର ମହତୋ ପ୍ରବେଶ ଦ୍ୱାର ନିକଟରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପାଦ ଛୁଇଁଥିଲେ। ସିଭିଲ ସର୍ଜନଙ୍କ ବୟସ ସ୍ବାସ୍ଥ୍ୟମନ୍ତ୍ରୀଙ୍କଠାରୁ ଯଥେଷ୍ଟ ଅଧିକ। ସିଭିଲ୍‌ ସର୍ଜନ ଜଣକ ନିଜଠାରୁ କମ୍‌ ବୟସ୍କ ମନ୍ତ୍ରୀଙ୍କ ପାଦ କାହିଁକି ଛୁଇଁଲେ ସେ ନେଇ ନାନା ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରୁ କମଲନାଥଙ୍କ ଭଣଜା ଫେରାର

ନୂଆଦିଲ୍ଲୀ,୨୭।୭: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ହାଜତରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲାରେ ରତୁଲ ପୁରୀଙ୍କୁ ଇଡି...

୧ କେଜି ଇଡଲି-ଦୋସା ପିଠଉ ନେଲେ ୧ ବାଲ୍ଟି ପାଣି ମାଗଣା

ଚେନ୍ନାଇ, ୩୦।୬: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଭୀଷଣ ଜଳସଙ୍କଟ ଦେଖାଦେଇଛି। ଗ୍ରାମାଞ୍ଚଳରେ ସ୍ଥିତି ଭୟାବହ ଥିବାବେଳେ ସହରରେ ଲୋକେ ଚଢାଦରରେ ପାଣି କିଣି ପିଉଛନ୍ତି। ବ୍ୟବସାୟୀମାନେ...

ଯୁଦ୍ଧ ବେଳେ ଯବାନଙ୍କୁ ସାହାଯ୍ୟ କରିବ ‘ଆଇରନ୍‌ ମ୍ୟାନ’ ସୁଟ୍‌

ବାରାଣସୀ,୧୯।୧୧: ଉତ୍ତର ପ୍ରଦେଶ ବାରାଣସୀର ଯୁବକ ଅଶୋକ ଚୌରାସିଆ ଏମିତି ଏକ ସୁଟ୍‌ ତିଆରି କରିଛନ୍ତି ଯାହା ଏବେ ଚର୍ଚ୍ଚାକୁ ଆସିଛି। ବାରାଣସୀର ଏକ ଘରୋଇ...

ଦେଶରେ କରୋନାର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଦେଲେ ଏଭଳି ଉତ୍ତର…

ନୂଆଦିଲ୍ଲୀ, ୨୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଏମସି ମିଶ୍ର କହିଛନ୍ତି ଯେ ତୃତୀୟ...

ଫୁଲୁଛି ଗୋଦାବରୀ: ଛାତିଏ ପାଣିରେ ପବନସୁତ

ନାସିକ,୨୯।୭: ମହାରାଷ୍ଟ୍ରରେ ବନ୍ୟାର ବିତ୍ପାତ ଦେଖିବାକୁ ମିଳିଛି। ବନ୍ୟା ଯୋଗୁଁ ସାଧାରଣ ଜୀବନ ପ୍ରଭାବିତ ହୋଇଥିବା ବେଳେ ନାସିକରେ ଗୋଦାବରୀ ନଦୀର ଜଳସ୍ତର ବିପଦସଙ୍କେତ ଉପରେ...

ସୁପ୍ରିମ୍‌କୋର୍ଟରେ ଯୋଗଦେବେ ୪ ନୂଆ ବିଚାରପତି: ସରକାରଙ୍କୁ ସୁପାରିଶ କଲେ କଲେଜିୟମ୍‌

ନୂଆଦିଲ୍ଲୀ,୨୯।୮: ସୁପ୍ରିମ୍‌କୋର୍ଟରେ ଖୁବ୍‌ ଶୀଘ୍ର ୪ ନୂଆ ବିଚାରପତି ଯୋଗଦେବେ। ଏନେଇ କଲେଜିୟମ୍‌ ପକ୍ଷରୁ ସରକାରଙ୍କୁ ସୁପାରିଶ କରାଯାଇଛି। ଅଗଷ୍ଟ ୨୭ରେ ବିଚାରପତି ଅଭୟ ମନୋହର...

ରାଜଧାନୀକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ, ୨୬।୧୨: ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ସୋମବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ରାତି ୧୧ରୁ ଭୋର ୫ଟା ପର୍ଯ୍ୟନ୍ତ...

‘ଜାତୀୟ ସ୍ବାର୍ଥ ହାନି କରିଛି କେନ୍ଦ୍ର’

ନୂଆଦିଲ୍ଲୀ, ୧୦ା୧୧: ଫ୍ରାନ୍ସରୁ ରାଫାଲ ଯୁଦ୍ଧ ବିମାନ କିଣିବା ପାଇଁ ଭାରତ ସହ ହୋଇଥିବା ଚୁକ୍ତିରେ ୬୫ କୋଟି ଟଙ୍କା ଲାଞ୍ଚ କାରବାର, ନକଲି ଇନ୍‌ଭଏସ୍‌...

Advertisement
Archives

Model This Week