ମ୍ୟାନମାରରେ ବଢୁଛି ଗୃହଯୁଦ୍ଧ

ୟଂଗୁନ,୧୦।୭: ଗୃହ ଯୁଦ୍ଧରେ ଘାଣ୍ଟି ହେଉଥିବା ମ୍ୟାନମାରକୁ ବର୍ଷା ଋତୁରେ ବି ଆଶ୍ୱସ୍ତି ମିଳିପାରୁ ନାହିଁ। ଗତ ମାସରେ ଦେଶର ବିଭିନ୍ନ ସ୍ଥାନରେ ବିଦ୍ରୋହୀ ମାନେ ସେନା ଓ ସେନା ଶିବିର ଉପରେ ଆକ୍ରମଣ କରିଥିଲେ। ଏବେ ମିଳିଥିବା ଖବର ଅନୁଯାୟୀ, ପୂର୍ବ ରାଜ୍ୟ କୟାହରେ ସେନାର ଏକ ବଡ ଗ୍ରୁପ ବଦଳିଯାଇ ବିଦ୍ରୋହିଙ୍କ ସହ ମିଶି ଯାଇଛନ୍ତି। ଏହାକୁ ଷ୍ଟେଟ ଆଡମିନିଷ୍ଟ୍ରେଶନ କାଉନସିଲ(ଏସଏସି) ନାମରେ ଦେଶର ସରକାର ପରିଚାଳନା କରୁଥିବା ସେନାଙ୍କ ପାଇଁ ବଡ ଝଟକା ବୋଲି କୁହାଯାଉଛି।

ଅନୁସୂଚିତ ଜାତି ଜନଜାତିର ପ୍ରଭାବ ଅଞ୍ଚଳରେ ଗୃହଯୁଦ୍ଧର ସବୁଠାରୁ ଭୟଙ୍କର ରୂପ ଦେଖିବାକୁ ମିଳିଛି। କୟାହ ରାଜ୍ୟରେ ବର୍ଡର ଗାର୍ଡ ଫୋର୍ସେସ (ବିଜିଏଫ) ର ଦୁଇଟି ବାଟାଲିୟନ ପାର୍ଶ୍ୱ ପରିବର୍ତ୍ତନ କରିଥିଲେ। ଏସିଆ ଟାଇମ୍ସ ୱେବସାଇଟରେ ପ୍ରକାଶିତ ଏକ ବିସ୍ତୃତ ରିପୋର୍ଟ ଅନୁଯାୟୀ, ଏହି ଉଭୟ ବାଟାଲିୟନ ମୁଖ୍ୟତ କରେନନି ସଂଖ୍ୟାଲଘୁ ସମ୍ପ୍ରଦାୟରୁ ଆସୁଥିବା ସେନାମାନଙ୍କୁ ନେଇ ଗଠିତ ହୋଇଥିଲେ। ରିପୋର୍ଟରେ ଦର୍ଶାଯାଇଛି ଯେ ଜୁନ ମାସରେ ହୋଇଥିବା ମାରାତ୍ମକ ଆକ୍ରମଣ ସହିତ ବିଦ୍ରୋହୀ ଗୋଷ୍ଠୀ ଦର୍ଶାଇଥିଲେ ଯେ ସେମାନେ ଏକାଧିକ ଫ୍ରଣ୍ଟରେ ଲଢିବାକୁ ସକ୍ଷମ ଅଟନ୍ତି। ଏହା ଏସଏସିର ଚିନ୍ତା ବଢାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri