Posted inଜାତୀୟ

କୁଲଗାମରେ ଆଣ୍ଟି-ଟେରର ଅପରେଶନ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀର କୁଲଗାମରେ ସେନା ପକ୍ଷରୁ ଆଣ୍ଟି ଟେରର ଅପରେଶନ ସମୟରେ ଜଣେ ସାଧାରଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତିଙ୍କ ନାମ ମନଜୁର ଅହମଦ ଲୋନେ ଓ ସେ ରେଡଓ୍ବାନି ବାଲା ଅଞ୍ଚଳରେ ରହୁଥିବା ପୋଲିସ କହିଛି। ଆତଙ୍କବାଦୀ ଓ ସେନା ମଧ୍ୟରେ ଗୁଳି ବିନିମୟ ଚାଲିଥିବା ବେଳେ ମନଜୁଙ୍କ ଦେହରେ ଗୁଳି ବାଜିଥିଲା। ଆହତ ଅବସ୍ଥାରେ ମନଜୁରଙ୍କୁ ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ଭାଜପା ଆଗୁଆ

ଅହମଦାବାଦ,୧୦।୧୧: ଗୁଜରାଟ ଉପ ନିର୍ବାଚନରେ ଭାଜପା ଆଗୁଆ ରହିଛି ରାଜ୍ୟର ୮ଟି ବିଧାନସଭା ଆସନ ମଧ୍ୟରୁ ୭ଟିରେ ଭାଜପା ପ୍ରାର୍ଥୀ ଆଗରେ ରହିଛନ୍ତି। ଅପର ପକ୍ଷରେ...

ଛାତ୍ରଙ୍କ ଦାବି ସମ୍ମୁଖରେ ମୁଣ୍ଡ ନୁଆଁଇଲେ ସରକାର

ନୂଆଦିଲ୍ଲୀ,୧୩।୧୧ : ଗତ କିଛି ଦିନରୁ ବର୍ଦ୍ଧିତ ହଷ୍ଟେଲ ଫିକୁ ନେଇ ଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଛାତ୍ରମାନେ ବିରୋଧ ପ୍ରଦର୍ଶନ କରିଆସୁଛନ୍ତି। ହେଲେ ବୁଧବାର...

ଭାରତରେ ୪୧ ହଜାର ପାକିସ୍ତାନୀ

ନୂଆଦିଲ୍ଲୀ, ୧୭ା୭(ପି.ଟି.): ଭାରତରେ ୪୧,୩୩୧ ପାକିସ୍ତାନୀ ଓ ୪,୧୯୩ ଆଫଗାନିସ୍ତାନ ନାଗରିକ ଦୀର୍ଘଦିନ ହେବ ରହିଆସୁଛନ୍ତି ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ...

ସୁସ୍ଥ ସନ୍ତାନ ପ୍ରସବ ପରେ ସ୍ବାଇନ୍‌ ଫ୍ଲୁ ରୋଗୀଙ୍କ ମୃତ୍ୟୁ

ହାଇଦ୍ରାବାଦ,୨୫।୨: ତେଲେଙ୍ଗାନା କରିମନଗର ଜିଲା ଜମିକୁନ୍ତା ମଣ୍ଡଳ ଅଞ୍ଚଳର ଶେହନାଜ ନାମକ ଜଣେ ଗର୍ଭବତୀ ସ୍ବାଇନ ଫ୍ଲୁରେ ଆକ୍ରାନ୍ତ ଥିଲେ। ଚିକିତ୍ସିତ ଅବସ୍ଥାରେ ସୋମବାର ହସ୍ପିଟାଲରେ...

‘କେଜ୍‌ରିୱାଲଙ୍କୁ ହତ୍ୟା କରିବାକୁ ଚାହୁଁଛି ଭାଜପା’

ନୂଆଦିଲ୍ଲୀ,୩୦।୩: ଆମ ଆଦମୀ ପାର୍ଟିର ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଘର ସାମ୍ନାରେ ବୁଧବାର ଭାଜପା କର୍ମୀମାନେ ଜୋରଦାର ବିକ୍ଷୋଭ କରିଛନ୍ତି। ଭାଜପା...

ଏକ କୋଟି କରୋନା ଟେଷ୍ଟ କରାଇବାରେ ଭାରତର ପ୍ରଥମ ରାଜ୍ୟ ହେଲା ଉତ୍ତର ପ୍ରଦେଶ

ଲକ୍ଷ୍ନୌ, ୩୦।୯: ସାରା ଦେଶରେ କରୋନା ଏହାର କାୟା ମେଲାଇ ସାରିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏହି ଭାଇରସ୍‌ରେ ଆକ୍ରାନ୍ତ...

ଭୟ-ଆତଙ୍କ ସ୍ଥିତିରେ ‘ଆଶାର ଗୀତ’ ଗାଇ କରୋନା ସହିତ ଲଢ଼େଇ ପାଇଁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି ଡାକ୍ତର: ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସହିତ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ବି...

ବିଦେଶ ଯିବା ପାଇଁ ଜେଟ୍‌ ଏୟାରଓ୍ବେଜର ସଂସ୍ଥାପକଙ୍କୁ ନେବାକୁ ପଡ଼ିବ ୧୮ କୋଟି ଟଙ୍କାର ଟିକେଟ

ନୂଆଦିଲ୍ଲୀ,୯।୭: ବଢିଛି ଜେଟ୍‌ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋୟଲଙ୍କ ଅଡୁଆ। ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ତାଙ୍କୁ ବିଦେଶ ଯିବାକୁ ଅନୁମତି ଦେବାଲାଗି ମନା କରି ଦେଇଛନ୍ତି।...

Advertisement
Archives

Model This Week