ସଭ୍ୟତାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୪।୮: ଦେଶର ଅଗ୍ରଣୀ ପ୍ରିମିୟମ ଏଥ୍‌ନିକ ୱେୟାର ବ୍ରାଣ୍ଡ୍‌ ‘ସଭ୍ୟତା’ର ନୂତନ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ମଙ୍ଗଳବାର ଭୁବନେଶ୍ୱରର ଏସ୍‌ପ୍ଲାନେଡ୍‌ ମଲ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ସାରା ଭାରତରେ ବ୍ରାଣ୍ଡ୍‌ର ଏହା ୧୨୩ତମ ଷ୍ଟୋର ହୋଇଥିଲାବେଳେ ଓଡ଼ିଶା ବଜାରରେ ସଭ୍ୟତାର ୨ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରାଣ୍ଡ୍‌ର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ସଭ୍ୟତାର ସହପ୍ରତିଷ୍ଠାତା ପଙ୍କଜ ଆନନ୍ଦ କହିଛନ୍ତି, ଭୁବନେଶ୍ୱରଠାରେ ଆମେ ଆମର ୨ୟ ଷ୍ଟୋରର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସହରର ଜୀବନ୍ତ ଫ୍ୟାଶନ ସମୁଦାୟକୁ ସେବା ଯୋଗାଇବା ପାଇଁ ଆମେ ଅପେକ୍ଷା କରିଛୁ। ଏହି ନୂଆ ଷ୍ଟୋର ଆମର ନୂତନ କଲେକ୍ସନକୁ ପ୍ରଦର୍ଶିତ ଏବଂ ଏଥ୍‌ନିକ୍‌ ଫ୍ୟାଶନ ଉପରେ ଏକ ସତେଜ ଦୃଷ୍ଟିକୋଣ ପ୍ରଦାନ କରିବ, ଯାହା ଏଥ୍‌ନିକ୍‌ ୱେୟାରକୁ ଆଜିର ମହିଳାମାନଙ୍କ ପାଇଁ ପହଞ୍ଚଯୋଗ୍ୟ ଓ ପ୍ରାସଙ୍ଗିକ କରିବାର ଆମର ଲକ୍ଷ୍ୟ ସହ ଜଡ଼ିତ ରହିଛି। ସେହିଭଳି କମ୍ପାନୀର ସହପ୍ରତିଷ୍ଠାତା ଅନିଲ ଅରୋରା କହିଛନ୍ତି, ଆମର ୧୨୩ ତମ ଷ୍ଟୋରର ଉନ୍ମୋଚନ ଏକ ବଡ଼ ସଫଳତା ହୋଇଥିଲାବେଳେ ଆମେ ଭୁବନେଶ୍ୱରରେ ଆମର ଉପସ୍ଥିତିକୁ ବିସ୍ତାରକରି ଆନନ୍ଦିତ ଅଛୁ ଏବଂ ଦେଶର ପ୍ରତ୍ୟେକ କୋଣ ପାଇଁ ସର୍ବୋତ୍ତମ ଏଥ୍‌ନିକ୍‌ ପୋଷାକ ଆଣିବା ଲାଗି ପ୍ରତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri