Posted inଜାତୀୟ

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ କାହାକୁ ଡରିବାର ନାହିଁ, ସ୍ବର ଉଠିଲେ ସମସ୍ତେ ଲାଇନ୍‌ରେ ରହିବେ। ଧର୍ମେନ୍ଦ୍ରଙ୍କ ଇସ୍ତଫା ଦ୍ୱାରା ଆମର ଗୋଟିଏ ଦାବି ପୂରଣ ହୋଇଛି। ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ଦୁଇଟି ଦାବି ସରକାରଙ୍କୁ ପୂରଣ କରିବାକୁ ହେବ। ଆତ୍ମହତ୍ୟା କରିଥିବା ଶିକ୍ଷାର୍ଥୀଙ୍କ ପରିବାରକୁ ୧ କୋଟି ଲେଖାଏ ସହାୟତା ଦେବା ସହ ଜୁଲାଇ ୨୦ରେ ମାଡ଼ ମାରିଥିବା ପୋଲିସ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଆମର ଦାବି ରହିଥିବା ଅଭିଜିତ୍‌ କହିଛନ୍ତି।

ସୂଚନାଯୋଗ୍ୟ, କକ୍ରୋଚ ଜନତା ପାର୍ଟି (CJP) ନେତୃତ୍ୱରେ ହଜାର ହଜାର ଛାତ୍ରୀଛାତ୍ର ତଥା ଯୁବପିଢ଼ି ଦୀର୍ଘ ୧ ମାସ ଧରି ଦିଲ୍ଲୀର ଜନ୍ତରମନ୍ତରରେ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କରି ଆସୁଥିଲେ। ଏହା ସତ୍ତ୍ୱେ ସରକାର ତାଙ୍କର କୌଣସି କେନ୍ଦ୍ରୀୟ ମନ୍ତ୍ରୀଙ୍କୁ ବହିଷ୍କାର କରିବାକୁ ମନା କରିଦେଇଥିଲେ। ପରବର୍ତ୍ତୀ ସମୟରେ ଏହି ଆନ୍ଦୋଳନ ଅଧିକ ତେଜିବାରୁ ସରକାର ନରମିଛନ୍ତି।

ଏହା ପୂର୍ବରୁ ସିଏଏ ଆନ୍ଦୋଳନଠାରୁ ଆରମ୍ଭ କରି କୃଷକ ଆନ୍ଦୋଳନ ପର୍ଯ୍ୟନ୍ତ ଅନେକ ବଡ଼ବଡ଼ ପ୍ରତିବାଦ କରାଯାଇଥିଲେ ମଧ୍ୟ ସରକାର ହେୟଜ୍ଞାନ କରିଚାଲିଥିଲେ। ଶେଷରେ Gen-Zଙ୍କ ଚାପରେ ସରକାର ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୋଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri