ଡ୍ରେନେଜ ନିର୍ମାଣ ନେଇ ବିଡିଓଙ୍କୁ ଦାବିପତ୍ର

ଗଞ୍ଜାମ,୨୪ା୮(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତର ଡିଆଁଡେଇଁ ଚାମୁଣ୍ଡା ସାହିରେ ଡ୍ରେନେଜ ନିର୍ମାଣ ପାଇଁ ଉକ୍ତ ପଞ୍ଚାୟତ ସରପଞ୍ଚଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ବିଡିଓ ବିଶ୍ୱଜିତ୍‌ ରାୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ସାହିରେ ଡ୍ରେନ ନ ଥିବା ଯୋଗୁ ବର୍ଷା ହେଲେ ପାଣି ନିଷ୍କାସନ ହୋଇ ପାରୁନି l ଫଳରେ ଉକ୍ତ ବର୍ଷା ଜଳ ଚାଷ ଜମି ଓ ଗ୍ରାମରେ ବହୁ ଦିନ ଧରି ଜମି ରହୁଛି l ଏଥିସହ ଏଥିଯୋଗୁ ମଶାମାଛିଙ୍କ ପ୍ରାଦୁର୍ଭାବ ବଢୁଛି l ବର୍ଷା ପାଣି ଜମି ରହିବା ଫଳରେ ବିଭିନ୍ନ ମାରାତ୍ମକ ରୋଗର ଶିକାର ହେଉଛନ୍ତି ସାହି ବାସିନ୍ଦା l ଏଣୁ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଇ ସମସ୍ୟା ସମାଧାନ କରିବାକୁ ଜିତେନ୍ଦ୍ର କୁମାର ନାହାକ ବିଡିଓଙ୍କୁ ନିବେଦନ କରିଛନ୍ତି l ଦାବିପତ୍ର ପ୍ରଦାନ ସମୟରେ ଭାସ୍କର ଚନ୍ଦ୍ର ନାହାକ, ସୁଧୀର ନାହାକ, ସୁଧାକର ନାହାକ, ସୁମିତ ନାହାକ, କବିରାଜ ନାହାକ ସୁବଳ ନାହାକ, ଲୋପାମୁଦ୍ରା ନାହାକ, ନାରାୟଣ ନାହାକ, ରୁଷିଆ ନାହାକ, ରମଣୀ ନାହାକ, ପବିତ୍ର ଦଳାଇ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri