କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି

ଦଶପଲ୍ଲା,୨୭ା୩ (ଡି.ଏନ.ଏ.): ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖମାରସାହି ପଞ୍ଚାୟତର ସାରେଣୀ ଗଣ୍ଡା ଗାଁରେ ଗତ ୨୧ ତାରିଖରେ ଝଡ ତୋଫାନ ହୋଇ ଗାଁର ପ୍ରକାଶ କୁମାର ଜାନୀଙ୍କ ଘର ଛପର ଉଡାଇ ଦେଇଥିଲା। ସେ ଜଣେ ଗରିବ ଶ୍ରେଣୀର ଲୋକ ହୋଇଥିବାରୁ ଚଳିବା ପାଇଁ ହଇରାଣର ସମ୍ମୁଖୀନ ହେଉଛନ୍ତି। ବର୍ଷା ହେଲେ ଅବସ୍ଥା ଶୋଚନୀୟ ହୋଇପଡୁଛି। ଘରେ ପାଣି ଗଳୁଛି। ଫଳରେ ସେ ଦହନୀୟ ଅବସ୍ଥାରେ ଜୀବନ ବିତାଉଛନ୍ତି। ସରକାରୀ ସହାୟତା ନିମନ୍ତେ ସ୍ଥାନୀୟ ଆର୍‌ଆଇ ମାଧ୍ୟମରେ ତହସିଲଦାରଙ୍କୁ ଲିଖିତ ଭାବେ ଅନୁରୋଧ କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ପ୍ରାଇଭେଟ୍‌ ଚାକିରିଆଙ୍କ ପାଇଁ ଦୁଃଖ ଖବର! ନୂଆ ଲେବର କୋଡ୍‌ ଯୋଗୁ ଦରମାରୁ କଟିଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୮।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂଆ ଲେବର କୋଡ୍ (New Labour Code) ଅଧୀନରେ ବେସରକାରୀ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ଅନେକ ନୂତନ ନିୟମ…

ମାଙ୍କଡ଼ ଆତଙ୍କ: ସିଧା ଆସି ଧରିଲା ଅଣ୍ଟାକୁ …

ବନ୍ତ,୧୮।୦୪(କିଶୋର କୁମାର ସେଠୀ): ମାଙ୍କଡ଼ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଜଣକ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ତାଳପଦା ଗ୍ରାମର ଦାମୋଦର ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri