ସ୍ଥାୟୀ ନିଯୁକ୍ତି ଦାବି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାସ୍ଥିତ ଇଥାନଲ ପ୍ଲାଣ୍ଟରେ ଗୋଟିଏ ପଟେ ସ୍ଥାନୀୟ ନିଯୁକ୍ତି ଦାବି ଜୋର୍‌ ଧରିଥିବାବେଳେ ଅନ୍ୟପଟେ କାର୍ଯ୍ୟରତ ଶ୍ରମିକମାନେ ସ୍ଥାୟୀ ନିଯୁକ୍ତି ଦାବି କରିଛନ୍ତି। ଏହି ଦାବି ନେଇ ଶୁକ୍ରବାର ଶ୍ରମିକମାନେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଛନ୍ତି। ସେମାନଙ୍କୁ ପ୍ଲାଣ୍ଟରେ ସ୍ଥାୟୀ ନିଯୁକ୍ତି ଦେବା ଦିଗରେ ବିହିତ ପଦକ୍ଷେପ ନେବାକୁ ଶ୍ରମିକମାନେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।
ପ୍ରକାଶ ଯେ, ଶ୍ରମିକମାନେ ଗତ ୪ବର୍ଷ ହେଲା ଉକ୍ତ ଇଥାନଲ ପ୍ଲାଣ୍ଟରେ କାର୍ଯ୍ୟ କରିଆସୁଛନ୍ତି। ବିଭିନ୍ନ ସମୟରେ ଉକ୍ତ ପ୍ଲାଣ୍ଟରେ ଶ୍ରମିକଙ୍କୁ ଛଟେଇ କରାଯାଉଥିବା ମଧ୍ୟ ଅଭିଯୋଗ ହୋଇଛି। ଫଳରେ ପ୍ଲାଣ୍ଟରେ କାର୍ଯ୍ୟରତ ସମସ୍ତ ଶ୍ରମିକଙ୍କୁ ତୁରନ୍ତ ସ୍ଥାୟୀ ନିଯୁକ୍ତି ଦେବାକୁ ଦାବି ହୋଇଛି। ଏହି ଦାବି ନେଇ ଆଇଏନ୍‌ଟିୟୁସି ନେତା କିଶୋର ସାହୁଙ୍କ ନେତୃତ୍ୱରେ ଜୟରାମ ବିଶ୍ୱାଳ, ଭରତ ଭୋଇ, ଡୋଲାମଣି ରାଜହଂସ, ଅକ୍ଷୟ ବାଗ, ସତ୍ୟ ଶୁଭମ ବାଗ, ଅନନ୍ତ ହରପାଲ ପ୍ରମୁଖ ଦାବିପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଆମ୍‌ ଆଦ୍‌ମୀ ପାର୍ଟିର ଜିଲା ଆବାହକ ଭବାନୀ ପ୍ରସାଦ ସାହୁ, ସରୋଜ ନାଏକ ପ୍ରମୁଖ ଶ୍ରମିକଙ୍କ ଦାବିକୁ ସମର୍ଥନ ଜଣାଇ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri