Posted inଜାତୀୟ

ସୀମା ବିବାଦ ନେଇ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ପ୍ରଧାନମନ୍ତ୍ରୀ: ଉଦ୍ଧବ ଠାକରେ…

ମୁମ୍ବାଇ,୧୦।୧୨ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଉଦ୍ଧବ କହିଛନ୍ତି ମହାରାଷ୍ଟ୍ର କର୍ନାଟକ ସୀମା ବିବାଦ ନେଇ ପ୍ରଧାନମନ୍ତ୍ରୀ ନିଜର ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ। ପ୍ରଧାନମନ୍ତ୍ରୀ ନାଗପୁର-ମୁମ୍ବାଇ ଏକ୍ସପ୍ରେସ ଓ୍ବେ ଲୋକାର୍ପିତ କରିବାକୁ ଯାଉଛନ୍ତି। ଏହାକୁ ଆମେ ସ୍ବାଗତ କରୁଛୁ। ତେବେ ପ୍ରଧାନମନ୍ତ୍ରୀ ନିଜ ଗସ୍ତ ସମୟରେ ସୀମା ବିବାଦ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବା ଆବଶ୍ୟକ।

କଲେଜିୟମ ନେଇ କିରେନ ରିଜିଜୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କ ମନ୍ତବ୍ୟକୁ ଉଦ୍ଧବ କଡ଼ା ସମାଲୋଚନା କରିଥିଲେ। ସେ କହିଥିଲେ ଯଦି ବିଚାରପତି ଅନ୍ୟ ଜଣେ ବିଚାରପତିଙ୍କୁ ଚୟନ ନ କରିବେ ତେବେ ଏହା କ’ଣ ପ୍ରଧାନମନ୍ତ୍ରୀ କରିବେ। ପ୍ରଧାନମନ୍ତ୍ରୀ କର୍ନାଟକର ମୁଖ୍ୟମନ୍ତ୍ରୀଙ୍କ ବିରୋଧ କରିବା ଆବଶ୍ୟକ। ମହାରାଷ୍ଟ୍ରର କେତେକ ଗାଁ ଉପରେ କର୍ନାଟକର ଦାବି ଅତ୍ୟନ୍ତ ଚିନ୍ତା ଜନକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri