ଚାଇନାରେ ମସଜିଦ ଭାଙ୍ଗିବା ନେଇ ପୋଲିସ ଓ ଲୋକଙ୍କ ମଧ୍ୟରେ ସଂଘର୍ଷ, ଭିଡିଓ ଭାଇରାଲ

ବେଜିଙ୍ଗ,୩୧।୫: ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଉପରେ ଦେଶବାସୀଙ୍କ ଆକ୍ରୋଶ ବଢିବାରେ ଲାଗିଛି। ପୂର୍ବରୁ କରୋନା ପାଇଁ ଦେଶରେ ଲାଗୁ ହୋଇଥିବା କଠୋର ଆଇନ୍‌କୁ ଲୋକେ ବିରୋଧ କରିଥିଲେ। ବର୍ତ୍ତମାନ ଚାଇନାର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଅବସ୍ଥିତ ଏକ ମସଜିଦ ଭାଙ୍ଗିବା ଘଟଣାରେ ବିବାଦ ଦେଖାଦେଇଛି। ସୂଚନାଯୋଗ୍ୟ, ପୋଲିସ ଏକ ପୁରୁଣା ମସଜିଦର ଗମ୍ବୁଜ ଛାତ ଭାଙ୍ଗିବାକୁ ଆସିଥିଲେ, କିନ୍ତୁ ସେଠାରେ ସ୍ଥାନୀୟ ଲୋକଙ୍କ ସହ ହାତାହାତି ହୋଇଥିଲା।

ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି ଯେ, ଲୋକମାନେ ଚାଇନା ପୋଲିସକୁ ବିରୋଧ କରି ମସଜିଦ ସାମ୍ନାରେ ବିରୋଧ ପ୍ରଦର୍ଶନ କରୁଛନ୍ତି। ବିକ୍ଷୋଭ ଯୋଗୁ ସେହି ସମୟରେ ପୋଲିସ ମସଜିଦ ଭାଙ୍ଗିବାରେ ସକ୍ଷମ ହୋଇ ପାରି ନାହିଁ। ଏବଂ ତାଙ୍କୁୁ ପଛକୁ ହଟିବାକୁ ପଡିଛି। ସରକାରଙ୍କ ଏହି କାର୍ଯ୍ୟ ଯୋଗୁ ସ୍ଥାନୀୟ ଲୋକ ଅସନ୍ତୁଷ୍ଟ ଅଛନ୍ତି ଏବଂ ମସଜିଦ ଆଗରେ ନାରାବାଜି କରୁଛନ୍ତି।

ଏଠାରେ କହି ରଖୁଛୁ କି, ୨୦୨୦ରେ କୋର୍ଟ ଏହି ମସଜିଦର କିଛି ଅଂଶକୁ ବେଆଇନ ଘୋଷଣା କରିଥିଲେ। ତେଣୁ ପୋଲିସ ଏହାକୁ ଭାଙ୍ଗିବାକୁ ଆସିଥିଲା। ପୂର୍ବରୁ ଦେଖାଯାଇଛି ଯେ, ଚାଇନା ସରକାର ସେଠାକାର ଲୋକଙ୍କ ଧାର୍ମିକ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବାକୁ ଚାହଁାନ୍ତିି, ସେଥିପାଇଁ ସେ ଲୋକଙ୍କ ଭାବବେଗ ସହ ଜଡିତ ଧାର୍ମିକ ଅନୁଷ୍ଠାନକୁ ନିଜ ଅନୁସାରେ ପରିଚାଳିତ କରିଥାନ୍ତି। ତେବେ ଚାଇନାରେ ଏକ ପୁରୁଣା ମସଜିଦ ରହିଛି। ଯାହା ୧୩ଶହ ଶତାଦ୍ଦୀର ବୋଲି କୁହାଯାଉଛି। ଏହାକୁ ନେଇ ସେଠାରେ ବିବାଦ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri