Posted inଜାତୀୟ

ପଶ୍ଚିମବଙ୍ଗରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥରମାଡ଼

କୋଲକାତା,୧୧।୬: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଦିଆଯାଇଥିବା ବିବାଦୀୟ ବୟାନକୁ ନେଇ ଏବେ ଦେଶର ବିଭିନ୍ନ ପ୍ରାନ୍ତରେ ହିଂସାକାଣ୍ଡ ଘଟିବା ସହ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ପଥରମାଡ଼ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସ୍ଥିତିରେ ଶନିବାର ପୁଣି ପଶ୍ଚିମବଙ୍ଗର ହାଓ୍ବାଡାରେ ହିଂସାକାଣ୍ଡ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ହାଓ୍ବାଡାର ପଞ୍ଚଲା ବଜାରରେ ପୋଲିସ ଓ ବିକ୍ଷୋଭକାରୀ ମୁହାଁମୁହିଁ ହୋଇଛନ୍ତି। ପ୍ରଦର୍ଶନକାରୀମାନେ ପୋଲିସଙ୍କ ଉପରେ ପଥରମାଡ଼ କରିଥିବା ବେଳେ ପୋଲିସ ମଧ୍ୟ ହିଂସାକୁ ପ୍ରତିହତ କରିବାକୁ ଯାଇ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି। ଏଥିସହ ଜୁନ ୧୫ଯାଏ ସହରରେ ୩ କିମ୍ବା ତା’ଠାରୁ ଅଧିକ ଲୋକଙ୍କ ସମାବେଶ ଉପରେ ପ୍ରଶାସନ ପକ୍ଷରୁ ରୋକୋ ଲଗାଯାଇଛି। ଅନ୍ୟପଟେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ଲାଗି ସହରରେ ୧୪୪ଧାରା ଲାଗୁ କରାଯାଇଥିବା ବେଳେ ସୋମବାର ଯାଏ ହାଓ୍ବାଡାରେ ଇଣ୍ଟରନେଟ ସେବାକୁ ବନ୍ଦ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

ରାଶନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର! ଏବେ ମିଳିବ ମୁଣ୍ଡପିଛା ମିଳିବ…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY) ଅଧୀନରେ ମିଳୁଥିବା ପରିବାର ପିଛା ମାସିକ ୩୫ କିଲୋଗ୍ରାମର ଖାଦ୍ୟଶସ୍ୟ ଅଧିକାରକୁ ବଦଳାଇ, ଏହାକୁ ପ୍ରତି ବ୍ୟକ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ଦିଗରେ ତାଙ୍କର…

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ…

ଡେବ୍ୟୁ କରିବା ମାତ୍ରେ ଭାରତୀୟ କ୍ରିକେଟ ଇତିହାସ ବଦଳାଇଦେବେ ବୈଭବ ସୂର୍ଯ୍ୟବଂଶୀ: ଭାଙ୍ଗିବେ ୫ ମହାରେକର୍ଡ

ନୂଆଦିଲ୍ଲୀ,୨୬।୬:ଭାରତୀୟ କ୍ରିକେଟ ଦଳର ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ସେ ଆୟରଲାଣ୍ଡ ବିପକ୍ଷରେ ଆଗାମୀ ଟି-୨୦ ସିରିଜ ପାଇଁ ବରିଷ୍ଠ ଭାରତୀୟ…

Ketan Murder Case: ଏବେ ପୋଲିସକୁ ନୂଆ କାହାଣୀ ଶୁଣାଇଲେ ଅଭିଯୁକ୍ତ ସିୟା, ପୋଲିସ ଚକିତ

ନୂଆଦିଲ୍ଲୀ,୨୬।୬: ପୁଣେର କେତନ ଅଗ୍ରୱାଲ ହତ୍ୟାକାଣ୍ଡର ଅଭିଯୁକ୍ତ ବାନ୍ଧବୀ ସିୟା ଗୋୟଲ ଏବେ ପୋଲିସ ହେପାଜତରେ ଅଛନ୍ତି। ପୋଲିସ ସିୟାକୁ ଏହି ମାମଲାକୁ ନେଇ ପଚରାଉଚରା ଜାରି…

ଭେନେଜୁଏଲା ଭୂମିକମ୍ପର ଭାରତ ଉପରେ କି ପ୍ରଭାବ ପଡ଼ିବ? ଅଶୋଧିତ ତୈଳ ଯୋଗାଣ ପାଇଁ ଦେଖାଦେଲାଣି ସଙ୍କଟ

କାରାକାସ,୨୬।୬: ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ କେବଳ ସେଠାରେ ବ୍ୟାପକ କ୍ଷୟକ୍ଷତି ଘଟାଇନାହିଁ ବରଂ ଭାରତର ଅଶୋଧିତ ତୈଳ ଯୋଗାଣ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି।…

ହର୍ମୁଜରେ ପୁଣି ଆକ୍ରମଣ, ଜାହାଜକୁ ଟାର୍ଗେଟ କଲା ଇରାନ, ଜାଣନ୍ତୁ କେଉଁ ଜାହାଜ ଉପରେ ହୋଇଛି ଆକ୍ରମଣ

ତେହରାନ,୨୬।୬: ଶାନ୍ତି ଚୁକ୍ତିନାମା ପରେ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖାଦେଇଛି। ଇରାନ ଏକ ଜାହାଜକୁ ଟାର୍ଗେଟ କରି ଅଭିଯୋଗ କରିଛି ଯେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri