Posted inଜାତୀୟ

ଶୋଭାଯାତ୍ରାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ପଥର ମାଡ଼: ୨ ହୋମଗାର୍ଡ ମୃତ

ଚଣ୍ଡିଗଡ,୧।୮: ହରିୟାଣାର ନୁହରେ ଶୋଭାଯାତ୍ରାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏହି ସଂଘର୍ଷରେ ୨ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି। ଗୁରୁଗ୍ରାମର ପୋଲିସ ଟିମ ମଓ୍ବେତକୁ ଯାଉଥିବାବେଳେ ଏହି ଘଟଣା ଘଟିଛି। ହୋମଗାର୍ଡ ନୀରଜ ଏବଂ ହୋମ ଗାର୍ଡ ଗୁରୁସେବକଙ୍କ ମୃତ୍ୟୁ ଘଟିଛି।
ଏହି ଘଟଣା ସହ ଜଡିତ ସୋସିଆଲ ମିଡିଆରେ କୌଣସି ପୋଷ୍ଟ ନ ରଖିବାକୁ ପୋଲିସ ଲୋକଙ୍କୁ ନିବେଦନ କରିଛି। ଯଦି କେହି ସୋସିଆଲ ମିଡିଆ କିମ୍ବା ଇଣ୍ଟରନେଟରେ ଏପରି ପୋଷ୍ଟ ରଖନ୍ତି, ତେବେ ଗୁରୁଗ୍ରାମ ପୋଲିସ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ନୁହରେ ଇଣ୍ଟରନେଟ ସେବା ସ୍ଥଗିତ ରଖାଯାଇଛି। ସେଠାରେ ଧାରା ୧୪୪ ଲାଗୁ କରାଯାଇଛି । ଏକ ହଜାରରୁ ଅଧିକ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି।
ପ୍ରତିବର୍ଷ ଭଳି, ଚଳିତ ବର୍ଷ ମଧ୍ୟ ବ୍ରିଜ ମଣ୍ଡଳ ଜଳାଭିଶେକ ଯାତ୍ରା ବାହାରିଥିଲା। ଏଥିରେ ଗୁରୁଗ୍ରାମର ଶତାଧିକ ବିଶ୍ୱ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ କାର୍ଯ୍ୟକର୍ତ୍ତା ଭଗବାନ ଶିବଙ୍କ ଜଳାବିଶେକ କରିବା ପାଇଁ ମେୱତର ଏକ ଶିବମନ୍ଦିରକୁ ଯାଉଥିଲେ। ଏହି ସମୟରେ ସେମାନଙ୍କ ଉପରେ ପଥର ମାଡ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri