ପାକିସ୍ତାନ-ତାଲିବାନ ସେନାଙ୍କ ମଧ୍ୟରେ ମୁହାଁମୁହିଁ

କାବୁଲ,୨୧ ।୨: ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଡୁରାଣ୍ଡ ଲାଇନକୁ ନେଇ ପୁଣିଥରେ ତୁତୁମେମେ ଆରମ୍ଭ ହୋଇଯାଇଛି । ତାଲିବାନ ଦ୍ୱାରା ମୁଖ୍ୟ ବ୍ୟବସାୟିକ ଓ କ୍ରସିଂ ପଏଣ୍ଟ ତୋରଖମ ଗେଟକୁ ବନ୍ଦ କରିବା ପରେ ଇସଲାମିକ ଏମିରେଟ ବଳ ଓ ପାକିସ୍ତାନର ସୀମା ରକ୍ଷକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଟୋଲୋ ନ୍ୟୁଜ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୀମାରେ ଉଭୟ ପକ୍ଷର ଉପର ଅଞ୍ଚଳରେ ଥିବା ଲୋକେ ମାରପିଟ ଆରମ୍ଭ କରିଦେଇଛନ୍ତି ।
ତୋରଖମ ଗେଟରେ ଥିବା ଜଣେ ଗୁଇନ୍ଦା ଅଧିକାରୀ କରିମୁଲ୍ଲା ଆଗା କହିଛନ୍ତି, ସେଥିରୁ ଗୋଟିଏ, ପାକିସ୍ତାନର ଓ ଅନ୍ୟଟି ଆମ ପ୍ରତିରକ୍ଷା ମନ୍ତ୍ରଣାଳୟର । ଫାଟକ ବନ୍ଦ ହେଲେ ଚିକିତ୍ସା ପାଇଁ ବିଦେଶ ଯାଉଥିବା ଲୋକେ ଓ ତାଙ୍କ ସହ ଥିବା ତାଙ୍କ ପରିଜନଙ୍କୁ ଅସୁବିଧା ହେବ । ପୁଣିଥରେ ଗେଟକୁ ଖୋଲିବାକୁ ଉଭୟ ପକ୍ଷର ସହମତି ପାଇଁ ସେ ପୁଣିଥରେ ଡାକିଛନ୍ତି । ଜଣେ ରୋଗୀ ନଜିବୁଲ୍ଲାହ କହିଛନ୍ତି ରୋଗୀଙ୍କୁ ଅନୁମତି ଦେବାକୁ ପାକିସ୍ତାନ ଉପରେ ଚାପ ପକାଇବା ଜରୁରୀ । ରୋଗୀଙ୍କ ସହ ୨-୩ ଜଣ ରହିଛନ୍ତି । ସେ କହିଛନ୍ତି ପାକିସ୍ତାନ ଆମ ସହ ଭଲ ବ୍ୟବହାର ଦେଖାଉନାହିଁ ।
ଟୋଲୋ ନ୍ୟୁଜର ସୂଚନା ଅନୁଯାୟୀ, ପାକିସ୍ତାନ ଦ୍ୱରା ଆଫଗାନିସ୍ତାନର ରୋଗୀଙ୍କୁ ଗେଟ ପାର ହେବାକୁ ମନା କରିଦେବା ପରେ ତାଲିବାନ ତୋରଖମ ଗେଟ ବନ୍ଦ କରି ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri