ଗୋଷ୍ଠୀ ସଂଘର୍ଷ: ୩୦ ମୃତ, ଅନେକ ଆହତ

ଆବୁଜା,୧୭।୫: କେନ୍ଦ୍ରୀୟ ନାଇଜେରିଆରେ ମଙ୍ଗଳବାର ୨ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଫଳରେ ୩୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଜଣେ ସ୍ଥାନୀୟ ଅଧିକାରୀ ଏହି ସୂଚନା ଦେଇଛନ୍ତି। ନାଇଜେରିଆରେ ଅଧିକାଂଶ ମୁସଲମାନ ଉତ୍ତର ଅଞ୍ଚଳରେ ରହୁଥିବାବେଳେ ଖ୍ରୀଷ୍ଟିଆନମାନେ ଦକ୍ଷିଣରେ ରୁହନ୍ତି। ବିଭାଜନକୁ ନେଇ ଏହି ଦୁଇ ସମ୍ପ୍ରଦାୟ ମଧ୍ୟରେ ପ୍ରାୟତଃ ସଂଘର୍ଷ ଲାଗିଥାଏ। ଏଠାରେ ଲୋକମାନେ ବର୍ଷ ବର୍ଷ ଧରି ଜାତି ଓ ଧାର୍ମିକ ହିଂସା ସହ ସଂଗ୍ରାମ କରିଆସୁଛନ୍ତି।

କେନ୍ଦ୍ରୀୟ ନାଇଜେରିଆର ସୂଚନା ଏବଂ ଯୋଗାଯୋଗ କମିଶନର ଡାନ ମାଞ୍ଜାଙ୍ଗ କହିଛନ୍ତି, ମେଷପାଳକ ଓ ଚାଷୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ଘଟଣାରେ ୩୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଲୋକ ଆହତ ହୋଇଛନ୍ତି। । ଏଥିରେ ମେଷପାଳକମାନେ ମୁସଲମାନ ଏବଂ କୃଷକମାନେ ଖ୍ରୀଷ୍ଟିଆନ ଧର୍ମର ଥିଲେ।

ମାଙ୍ଗୁ ଜିଲାର ବାଭୋଇର ବିଭିନ୍ନ ଗ୍ରାମରେ ଏହି ହିଂସା ଘଟିଥିବା ପୋଲିସ କହିଛି। କେନ୍ଦ୍ରୀୟ ନାଇଜେରିଆ ପୋଲିସର ମୁଖପାତ୍ର ଆଲଫ୍ରେଡ ଆଲାବୋ କହିଛନ୍ତି, ଯେ ପୂର୍ବାହ୍ନ ୧୧:୫୬ ମିନିଟରେ ଆମକୁ ଏକ ଏମରଜେନ୍ସି କଲ ଆସିଥିଲା ଯେଉଁଥିରେ ଗୁଳି ବିନିମୟ ହୋଇଥିବାର ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ଗ୍ୟାସ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri