ପାସ୍‌ ବୁକ ପ୍ରିଣ୍ଟ କରିବାକୁ ନେଇ ସମବାୟ ବ୍ୟାଙ୍କରେ ହାତାହାତି

ଆଳି,୨୪।୪: କେନ୍ଦ୍ରପଡ଼ା ଜିଲା ଆଳି ସମବାୟ ବ୍ୟାଙ୍କରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସମ୍ପାଦକ ଏବଂ ଜଣେ ପୂର୍ବତନ ସଭାପତିଙ୍କ ମଧ୍ୟରେ ମାରପିଟ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପାସ୍‌ ବୁକ ପ୍ରିଣ୍ଟ କରିବାକୁ ନେଇ ଉଭୟଙ୍କ ମଧ୍ୟରେ ହାତାହାତି ହୋଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଅନ୍ୟପକ୍ଷେ ଆଳି ଥାନାରେ ଦୁଇଟି ପୃଥକ ମାମଲା ରୁଜୁ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜିତ ପାୱାରଙ୍କ ଜୀବନ ନେଇଗଲା ‘କଳା ଯାଦୁ’? ମିଳିଲା ଗଛରେ ଝୁଲୁଥିବା ଏକ କଳା ଛେଳି, ଆଶ୍ଚର୍ଯ୍ୟଜନକ ଦାବି କଲେ…

ମୁମ୍ବାଇ,୨୪।୪: ବାରାମତୀ ଭୂମି ଉପରେ ଏହି ନୂତନ ଦାବି ରାଜନୀତି ଏବଂ ସମାଜ ଉଭୟକୁ ଆଲୋଡ଼ିତ କରିଛି। ଅଜିତ ପାୱାରଙ୍କ ମୃତ୍ୟୁ ସମ୍ପର୍କରେ “କଳା ଯାଦୁ”ର ତତ୍ତ୍ୱ…

ରବିଧାନ ସଂଗ୍ରହ କମିଟି ବୈଠକ: ମେ’ ୧୧ରୁ ରବିଧାନ କିଣାବିକା

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ’ ୧୧ତାରିଖରୁ ଜିଲାରେ ରବିଧାନ…

ଯାହା ଡଙ୍ଗାରେ ବସିଥିଲେ ମୋଦି, ସାମ୍ନାକୁ ଆସିଲା ନାଉରିଆଙ୍କ ପ୍ରତିକ୍ରିୟା, କହିଲେ ଆମକୁ ୫ମିନିଟ୍‌ ପୂର୍ୱରୁ…

କୋଲକାତା,୨୪।୪: ପଶ୍ଚିମବଙ୍ଗର ୧୫୨ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଗୁରୁବାର (୨୩ ଏପ୍ରିଲ) ଦିନ ହୋଇଥିଲା। ଭୋଟ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର…

ନିର୍ବାଚନ ହେବ, କିନ୍ତୁ ସେମାନେ ଭୋଟ ଦେଇପାରିବେ ନାହିଁ… ବଙ୍ଗଳାରେ ଭୋଟର ତାଲିକାରୁ ୬୫ ଜଣ ନିର୍ବାଚନ ଅଧିକାରୀଙ୍କ ନାମ ବାଦ ପଡ଼ିଲା

କୋଲକାତା,୨୪।୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(SIR)କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ନିର୍ବାଚନ କାର୍ଯ୍ୟରେ ନିୟୋଜିତ ୬୫ ଜଣ ଅଧିକାରୀଙ୍କ ନାମ ଭୋଟର…

Bihar Politics: ଫ୍ଲୋର ଟେଷ୍ଟରେ ପାସ୍‌ କଲେ ସମ୍ରାଟ ଚୌଧୁରୀ ସରକାର, ଭଏସ୍‌ ଭୋଟରେ ହୋଇଥିଲା ଭୋଟିଂ

ପାଟନା,୨୪।୪: ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ବିଧାନସଭାରେ ଭାଷଣ ଦେଇଥିଲେ। ତାଙ୍କ ଅଭିଭାଷଣ ସମୟରେ ସେ ନୀତୀଶ…

ହର୍ମୁଜ ପୂରା ବନ୍ଦ ହୋଇଗଲେ କେଉଁ ଦେଶ ହୋଇଯିବ ଧ୍ୱସଂ? ଜାଣନ୍ତୁ ଭାରତରେ ପଡିବ କି ପ୍ରଭାବ…

ନୂଆଦିଲ୍ଲୀ,୨୪।୪: ହର୍ମୁଜ ପ୍ରଣାଳୀ କେବଳ ଏକ ସଂକୀର୍ଣ୍ଣ ଜଳପଥ ନୁହେଁ; ଏହା ବିଶ୍ୱ ଅର୍ଥନୀତିର ପ୍ରାଥମିକ ଧମନୀ, ଯାହା ଉପରେ ବିଶ୍ୱର ଶକ୍ତି ସୁରକ୍ଷା ନିର୍ଭର କରେ।…

ପିଚୁ ରାସ୍ତା ଖୋଳି ପାଇପ୍‌ ଲାଇନ ବିଛାଉଛି କମ୍ପାନୀ, ବିନା ଅନୁମତିରେ…

ପାଟଣା,୨୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମେଗା ପାନୀୟ ଜଳ ଯୋଗାଣ ପାଇଁ ପାଇପ ଲାଇନ୍‌ ବିଛାଇବା କାର୍ଯ୍ୟକୁ ଠିକାରେ ନେଇଥିବା କମ୍ପାନୀ ମନଇଚ୍ଛା…

ଆମେରିକୀୟ ପର୍ଯ୍ୟଟକଙ୍କୁ ବଳାତ୍କାର: ହୋଟେଲରେ ୪ ଦିନ ଧରି ବନ୍ଦ ରଖି…

ବେଙ୍ଗାଲୁରୁ,୨୪।୪: କର୍ନାଟକର କୋଡାଗୁରେ ଜଣେ ଆମେରିକୀୟ ପର୍ଯ୍ୟଟକଙ୍କ ସହ ବଳାତ୍କାରର ଏକ ମାମଲା ସାମ୍ନାକୁ ଆସିଛି। ଏପ୍ରିଲ ୧୨ ତାରିଖରେ କୋଡାଗୁ ଜିଲାର କୁଟ୍ଟା ଅଞ୍ଚଳରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri