ଦୁଇ ଗାଁ ମଧ୍ୟରେ ଗଣ୍ଡଗୋଳ

ବୈଶିଙ୍ଗା,୨୬।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମା ଗ୍ରାମ ଛକରେ ଶନିବାର ରାତିରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ୩ ଗୁରୁତର ହୋଇଛନ୍ତି। ପୂର୍ବଶତ୍ରୁତାକୁ ନେଇ ଜନୈକ ସଂଖ୍ୟା ଲଘୁ ସମ୍ପ୍ରଦାୟର ଯୁବକଙ୍କ ଉପରେ ସ୍ଥାନୀୟ କେତେଜଣ ଗ୍ରାମବାସୀ ଆକ୍ରମଣ କରିଥିଲେ। ଆକ୍ରମଣରେ ଗୋଟିଏ ପକ୍ଷର ଗୁରୁତର ୩ ଯୁବକଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଖବର ପାଇ ବୈଶିଙ୍ଗା ପୋଲିସ ଓ ବାଲେଶର ସଦର ଥାନାର ଦୁଇ ପ୍ଲାଟୁନ ଫୋର୍ସ କଳମା, ଚଷାଖଣ୍ଡ ଓ ଜଙ୍ଖରାଇ ଗ୍ରାମରେ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଆଜ ପରେ ଆଳୁ ମାଡ: ୨ ଦିନ ମଧ୍ୟରେ ବଢିଲାଣି ୧୦ ଟଙ୍କା

କଟକ ଅଫିସ୍‌, ୧୮।୧୨: ପିଆଜ ପରେ ଏବେ ଆଳୁ ପାଳି। ପିଆଜର ଅହେତୁକ ମୂଲ୍ୟ ବୃଦ୍ଧିରେ ଗ୍ରାହକ ଅସନ୍ତୁଷ୍ଟ ଥିବାବେଳେ ଏବେ ଆଳୁ ମୂଲ୍ୟ ଧୀରେ...

ସନ୍ଥବାବାଙ୍କୁ ହତ୍ୟା ଘଟଣା: ଅର୍ଥଲୋଭରେ ମାରିଥିଲେ ଅଭିଯୁକ୍ତ

ଅତାବିରା,୫।୩: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ଜଣେ ସନ୍ଥବାବା ସ୍ବାମୀ ଦାମୋଦର...

୩ ଫେରାର୍‌ ଅଭିଯୁକ୍ତ ଗିରଫ

ଆସିକା,୬।୭(ଡି.ଏନ୍‌.ଏ)- ଗାଙ୍ଗପୁର ଥାନା ପାଇଲିପଡା ଗ୍ରାମରୁ ଶୁକ୍ରବାର ରାତିରେ ପୋଲିସ ୩ଜଣ ଫେରାର୍‌ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗଁ।ର ସୁଦର୍ଶନ ନାୟକ,...

ମନ୍ଦିର ଖୋଲିବା ଦାବିରେ ଶଙ୍କରାଚାର୍ଯ୍ୟଙ୍କୁ ଗୁହାରି

ପୁରୀ ଅଫିସ,୧୬।୧୧: ମହାମାରୀ କରୋନା ପାଇଁ ଦୀର୍ଘ ୮ମାସ ହେବ ରାଜ୍ୟର ବିଭିନ୍ନ ମନ୍ଦିରକୁ ଭକ୍ତଙ୍କୁ ଛଡ଼ାଯାଉ ନାହିଁ। ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବାରୁ...

ନରସିଂହ ଚୌଧୁରୀ ସ୍ବୟଂଶାସିତ କଲେଜ: ଖାଲି ପଡ଼ିଛି ୫୦% ଅଧ୍ୟାପକ ପଦବୀ

ଯାଜପୁର ଅଫିସ,୧୨ା୧୦:  ଯାଜପୁର ଜିଲାରେ ଉଚ୍ଚଶିକ୍ଷାର ବିକାଶ ପାଇଁ ସ୍ଥାନୀୟ ରାଜନୈତିକ ନେତୃବର୍ଗ ଅନେକ ସମୟରେ ବଡ଼ ବଡ଼ ସ୍ବପ୍ନ ଦେଖାଇ ଚାଲିଛନ୍ତି । ନିକଟରେ...

ମାରୁତି କଲ୍ୟାଣ ମଣ୍ଡପରେ ନିଅଁ।

ଫୁଲବାଣୀ ଅଫିସ, ୨୮ା୪-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ହାଟପଦାରେ ଥିବା ବେଆଇନଭାବେ  ଗଢି ଉଠିଥିବା ମାରୁତି କଲ୍ୟାଣ ମଣ୍ଡପରେ ଶନିବାର ପୂର୍ବାହ୍ନରେ ନିଅଁ।  ଲାଗିଛି । ...

ବୌଦ୍ଧ ଜିଲା ହେଲା କରୋନା ମୁକ୍ତ: ସମସ୍ତ ୩୩ ପଜିଟିଭ ସୁସ୍ଥ

ବୌଦ୍ଧ,୩୦ା୫ (ସ୍ବ.ପ୍ର.)- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି ା...

ଯାଜପୁର ଜିଲାର ସୀମା ନାକାବନ୍ଦୀ

ଯାଜପୁର ଅଫିସ,୨।୪: ପଡୋଶୀ ଜିଲା ଭଦ୍ରକରେ ଓଡ଼ିଶାର ୪ର୍ଥ କରୋନା ଭାଇରସ୍‌ ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲାର ସମସ୍ତ ସୀମାକୁ ନାକାବନ୍ଦୀ କରି...

Advertisement
Archives

Model This Week