ଧାନ କିଣାବିକାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ

ଆନନ୍ଦପୁର,୨୩ା୧(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ଗଡ଼ବାନ୍ଧଗୋଡ଼ାରେ ଧାନକିଣାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ଶନିବାର ଜଣେ ଚାଷୀ ସମବାୟ ସମିତିକୁ ଧାନ ବିକ୍ରି ପାଇଁ ଯାଇଥିବା ସମୟରେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର କିଛି ଲୋକଙ୍କ ଆକ୍ରୋଶର ଶିକାର ହୋଇଥିଲେ। ଏହି ଘଟଣାକୁ କେନ୍ଦ୍ର କରି ସମ୍ପୃକ୍ତ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରଣାସ୍ତ୍ର ସହିତ କଥାକଟି ଭଳି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଘଟଣାକୁ ନେଇ ରାମଚନ୍ଦ୍ରପୁର ଥାନାରେ ପୃଥକ୍‌ ଭାବେ ଦୁଇଟି ମାମଲା ରୁଜୁ ହୋଇଛି। ରେହମାନ୍‌ ଖାନ୍‌ଙ୍କ ଅଭିଯୋଗକୁ ଆଧାର କରି କେସ୍‌ ନଂ ୫/୨୨ ଏବଂ ମମତାମୟୀ ନାୟକଙ୍କ ଅଭିଯୋଗକୁ ଆଧାର କରି କେସ୍‌ ନଂ ୬/୨୨ରେ ଦୁଇଟି ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଚାଲୁଥିବା ଥାନାଧିକାରୀ ପ୍ରଫୁଲ୍ଲ ବାର୍ଲା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri