୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବ । ଏଥିରୁ ୧୦୦ଟି ବିଦ୍ୟାଳୟରେ କଳା ଓ ୬ଟି ବିଦ୍ୟାଳୟରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ ଦିଆଯିବ । ଏହି ବିଦ୍ୟାଳୟଗୁଡ଼ିକରେ ଦୁଇଟି ଲେଖାଏ ସେକ୍ସନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତ୍ୟେକ ସେକ୍ସନରେ ୬୪ ଲେଖାଏ ମୋଟ ୧୨୮ ଛାତ୍ରୀଛାତ୍ର ନାମ ଲେଖାଇବେ । ଏହା ଦ୍ବାରା ୧୦୬ଟି ସରକାରୀ ସ୍କୁଲରେ ମୋଟ ୧୩ ହଜାର ୪୬୮ ସିଟ୍‌ ନାମ ଲେଖା ପାଇଁ ବୃଦ୍ଧି ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri