୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବ । ଏଥିରୁ ୧୦୦ଟି ବିଦ୍ୟାଳୟରେ କଳା ଓ ୬ଟି ବିଦ୍ୟାଳୟରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ ଦିଆଯିବ । ଏହି ବିଦ୍ୟାଳୟଗୁଡ଼ିକରେ ଦୁଇଟି ଲେଖାଏ ସେକ୍ସନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତ୍ୟେକ ସେକ୍ସନରେ ୬୪ ଲେଖାଏ ମୋଟ ୧୨୮ ଛାତ୍ରୀଛାତ୍ର ନାମ ଲେଖାଇବେ । ଏହା ଦ୍ବାରା ୧୦୬ଟି ସରକାରୀ ସ୍କୁଲରେ ମୋଟ ୧୩ ହଜାର ୪୬୮ ସିଟ୍‌ ନାମ ଲେଖା ପାଇଁ ବୃଦ୍ଧି ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri