Posted inଜାତୀୟ

ହୋଲିରେ ଦ୍ୱାଦଶ ଶ୍ରେଣୀ ହିନ୍ଦୀ ପରୀକ୍ଷା, ଦେଇ ନ ପାରିଲେ ଆଉ ଏକ ସୁଯୋଗ: ସିବିଏସ୍‌ଇ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦ୍ୱାଦଶ ଶ୍ରେଣୀ ହିନ୍ଦୀ ପରୀକ୍ଷା ମାର୍ଚ୍ଚ ୧୫ ହୋଲି ଦିନ ଅନୁଷ୍ଠିତ ହେବ। ଯେଉଁମାନେ ହୋଲି ପାଳନ ଯୋଗୁ ସେଦିନ ପରୀକ୍ଷା ଦେଇ ନ ପାରିବେ ସେମାନଙ୍କ ପାଇଁ ସ୍ବତନ୍ତ୍ର ପରୀକ୍ଷା କରାଯିବ ବୋଲି ଗୁରୁବାର ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି।

ଦେଶର ଅଧିକାଂଶ ଭାଗରେ ୧୪ ତାରିଖରେ ହୋଲି ଉତ୍ସବ ପାଳନ ହେବାକୁ ଥିବାବେଳେ ଅଳ୍ପ କେତେକ ଅଞ୍ଚଳରେ ୧୫ରେ ପାଳିତ ହେବ ବୋଲି ସିବିଏସ୍‌ଇକୁ ଜଣାଇ ଦିଆଯାଇଥିଲା ବୋଲି ପରୀକ୍ଷା ନିୟନ୍ତ୍ରକ ସାନ୍ୟାମ ଭରଦ୍ୱାଜ କହିଛନ୍ତି। ୧୫ ତାରିଖରେ ହୋଲି ପାଳନ ହେଉଥିବା ଅଞ୍ଚଳରେ ଯେଉଁ ପିଲାମାନେ ପରୀକ୍ଷାରେ ଯୋଗଦେବାରେ ଅସୁବିଧା ଅନୁଭବ କରିବେ, ସେମାନଙ୍କୁ ଆଉ ଏକ ସୁଯୋଗ ଦିଆଯିବ। ସେମାନଙ୍କ ନିମନ୍ତେ ସ୍ବତନ୍ତ୍ର ପରୀକ୍ଷାର ଆୟୋଜନ କରାଯିବ ବୋଲି ଭରଦ୍ୱାଜ କହିଛନ୍ତି।



Enter your email to get our daily news in your inbox.

All Right Reserved By Dharitri.Com

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ଏକଚାଟିଆ ବ୍ୟବସାୟ

ଭାରତରେ ଗତ ୫ ଦିନ ହେବ ଯେଉଁଭଳି ଭାବେ ବିମାନ ସେବାରେ ବିଭ୍ରାଟ ଦେଖାଦେଇଛି, ତାହା ଦେଶରେ ଅନ୍ୟତମ ସର୍ବାଧିକ ଆଲୋଚନାର ବିଷୟ ପାଲଟିଯାଇଛି। ଘରୋଇ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ...

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri