୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ ଶ୍ରେଣୀରେ ପଢୁଥିବା ଡି. ଭିକାରି ଦୋରାଙ୍କ ପୁଅ ଆକାଶ ଦୋରା(୧୨) ଦୋଳି ଖେଳୁଥିଲେ । ଘରର ହାତ ଭାଡ଼ିରେ ରଖାଯାଇଥିବା ପ୍ଲାଷ୍ଟିକ ଦୋଳିକୁ ଚେୟାର ପକାଇ ବାହାର କରୁଥିବା ବେଳେ ଅସାବଧାନତା କାରଣରୁ ଦୋଳିର ପ୍ଲାଷ୍ଟିକ ରଶି ବେକରେ ଗୁଡେଇ ହୋଇଯିବାରୁ ସେ ତଳକୁ ଖସି ପଡ଼ିଥିଲେ ।

ପ୍ଲାଷ୍ଟିକ ରଶି ଦ୍ଵାରା ତାଙ୍କ ବେକ ଚିପି ହୋଇଯିବାରୁ ସେ ଶ୍ୱାସରୁଦ୍ଧ ହୋଇ ଅଚେତ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସାପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସେ ବିପଦମୁକ୍ତ ଥିବା ଡ଼ାକ୍ତର ପରିବାର ଲୋକଙ୍କୁ ଆଶ୍ୱାସନା ଦେଇଥିବା ଜଣାପଡିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ଟେନସନ୍‌ରେ ଟିମ୍‌ ଇଣ୍ଡିଆ: ସିଧା ହୋଇ ଠିଆ ହେବା ଖେଳାଳିଙ୍କ ପାଇଁ ହୋଇପଡ଼ୁଛି କଷ୍ଟକର

ୱେଲିଂଟନ,୨୭।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଟିମ ଇଣ୍ଡିଆ। ତେବେ ତୃତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳ ପାଇଁ ଚିନ୍ତା ବଢ଼ାଇଛି…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ବଡ଼ ବିବାଦ: କପିଲ ଦେବ-ସୁନୀଲ ଗାଭାସ୍କରଙ୍କ ମଧ୍ୟରେ ୨୫ ବର୍ଷ ଧରି ସମ୍ପର୍କ ଥିଲା ଏମିତି

ନୂଆଦିଲ୍ଲୀ,୨୭।୧୦: ଯୁକ୍ତରାଷ୍ଟ୍ର ଆମେରିକା (USA) ଏବଂ ସୋଭିଏତ ୟୁନିଅନ (USSR) ମଧ୍ୟରେ ହୋଇଥିବା ‘ଶୀତଳ ଯୁଦ୍ଧ’ (Cold War) ବିଷୟରେ ସମସ୍ତେ ଅବଗତ ଅଛନ୍ତି। ଯଦିଓ ଏହି…

ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ।…

ଶାହରୁଖଙ୍କୁ ଝଟକା ଦେବାକୁ ପ୍ରସ୍ତୁତ ଗୁଜୁରାଟ! ଏହି ୩ ଖେଳାଳିଙ୍କୁ ଦଳରୁ ବାଦ ଦେଇପାରେ GT, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲୀ,୨୭।୧୦: IPL 2027 ନିଲାମ ପୂର୍ବରୁ ଗୁଜୁରାଟ ଟାଇଟାନ୍ସ ନିଜ ଦଳରେ ପରିବର୍ତ୍ତନ କରିପାରେ। ଆଗାମୀ ସିଜିନ ପାଇଁ ଦଳ ନିକଟରେ ଶକ୍ତିଶାଳୀ ଖେଳାଳି ଚୟନ କରିବାର…

ଗବେଷଣାରୁ ଖୁଲାସା; ମୃତ୍ୟୁ ପରେ ଶବ୍ଦକରେ ମନୁଷ୍ୟ ଶରୀର, ୧୬ ମାସ ପର୍ଯ୍ୟନ୍ତ….

ଅଷ୍ଟ୍ରେଲିଆ,୨୭।୧୦: ମୃତ୍ୟୁ ପରେ ମଧ୍ୟ ମନୁଷ୍ୟ ଶରୀର ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୁଏ ନାହିଁ । ବରଂ ଏହା ଭିତରେ ଏକ ଭିନ୍ନ ପ୍ରକ୍ରିୟା ଚାଲୁ ରହେ, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?