Categories: Video

ଭାଜପା କର୍ମୀ ଓ ପୋଲିସ ମୁହାଁମୁହିଁ

ମାହାଙ୍ଗା ଡବଲ ମର୍ଡର ମାମଲାରେ ଆଇନ ମନ୍ତ୍ରୀଙ୍କ ବହିଷ୍କାର ଦାବି କରିଛି ଭାଜପା ଯୁବ ମୋର୍ଚ୍ଚା। ମାହାଙ୍ଗା ଡବଲ ମର୍ଡର ମାମଲାରେ ଜେଏମଏଫସି କୋର୍ଟଙ୍କ ନିର୍ଦ୍ଦେଶ ପରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ବହିଷ୍କାର କରାଯାଉ ବୋଲି ଯୁବ ମୋର୍ଚ୍ଚା ଦାବି କରିଛି । ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ ଛକରେ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।