Categories: Video

କଂଗ୍ରେସ ଭବନରେ ୨ ଗୋଷ୍ଠୀ ମୁହାଁମୁହିଁ

ପିପିଲି କଂଗ୍ରେସର ଲଜ୍ଜାଜନକ ପରାଜୟ ପରେ ପିସିସି ସଭାପତିଙ୍କୁ ଦାୟୀ କରିଛନ୍ତି କଂଗ୍ରେସରେ ବରିଷ୍ଠ ନେତା ଇ କିଛି କର୍ମୀ । କିଛି ନିଦ୍ଧିଷ୍ଟ କର୍ମୀ ମାନେ କଂଗ୍ରେସ ଭବନ ଆଗରେ ବିକ୍ଷୋଭ କରିବା ବେଳେ ୨ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଏହି ସମୟରେ ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ଦାବି କରିଛନ୍ତି ଗୋଟିଏ ଗୋଷ୍ଠୀ ।