ସିପିଏସ୍‌ଇ ପରୀକ୍ଷା ପାଇଁ କ୍ଲାସ୍‌ ବନ୍ଦ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଓଡ଼ିଶା ପୋଲିସ ରିକ୍ରୁଟ୍‌ମେଣ୍ଟ ବୋର୍ଡ ଦ୍ୱାରା ପରିଚାଳିତ କମ୍ବାଇନ୍‌ଡ ପୋଲିସ ସର୍ଭିସ ଏକ୍‌ଜାମିନେଶନ(ସିପିଏସ୍‌ଇ-୨୦୧୯) ଆସନ୍ତା ୩୦ ଓ ୩୧ ତାରିଖରେ ଅନୁଷ୍ଠିତ ହେବ। ୩୦ତାରିଖ ରବିବାର ସକାଳ ସାଢ଼େ ୯ଟାରୁ ଅପରାହ୍ନ ୪ଟା ଏବଂ ୩୧ତାରିଖ ସୋମବାର ସକାଳ ସାଢ଼େ ୯ଟାରୁ ଅପରାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ୩୦ ଜିଲାର ୪୫ଟି ଶିକ୍ଷାନୁଷ୍ଠାନରେ ପରୀକ୍ଷା ଅନୁଷ୍ଠିତ ହେବ। ୩୧ତାରିଖରେ ଯେଉଁ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ ପରୀକ୍ଷା କେନ୍ଦ୍ର କରାଯାଇଛି, ସେଠାରେ କ୍ଲାସ୍‌ ବନ୍ଦ ରହିବ। ଏ ନେଇ ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଦୁଇଦିନ ୩୦ ଜିଲାର ୪୫ଟି ଶିକ୍ଷାନୁଷ୍ଠାନରେ ପରୀକ୍ଷା ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ପ୍ରଥମ ଦିନରେ ପେପର-୧ ଓ ୨ ଥିବାବେଳେ ଦ୍ୱିତୀୟ ଦିନରେ ପେପର-୩ ରହିଛି। ପ୍ରଥମ ଦିନରେ ୨୧,୫୪୩ ଜଣ ଓ ଦ୍ୱିତୀୟ ଦିନରେ ୯,୨୨୬ଜଣ ପରୀକ୍ଷାର୍ଥୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫:  ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’

ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri