Posted inଜାତୀୟ

କ୍ୟାମ୍ପସ୍‌ରେ ଛାତ୍ରୀଙ୍କୁ ହତ୍ୟା ପରେ ସହପାଠୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୨୬ା୫: ଉତ୍ତରପ୍ରଦେଶ ନୋଏଡ଼ାସ୍ଥିତ ଶିବ ନାଦର ୟୁନିଭର୍ସିଟି କ୍ୟାମ୍ପସ୍‌ରେ ଚଳିତ ମାସରେ ଦୁଇ ଛାତ୍ରୀଛାତ୍ରଙ୍କ ଜୀବନ ଗଲାଣି। ୨୨ ବର୍ଷୀୟ ଅନୁଜ ଜୈନ୍‌ ଗତ ୧୮ ତାରିଖରେ ତାଙ୍କ ସହପାଠୀ ସ୍ନେହ ଚୌରାସିଆଙ୍କୁ ଗୁଳିକରି ହତ୍ୟା କରିଥିଲେ। ସେମାନଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ରୁ ଏହି ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଏହାର କିଛି ଘଣ୍ଟା ପରେ ଅନୁଜ ଆତ୍ମହତ୍ୟା କରିଥିଲେ। ସେ ଛାଡ଼ିଯାଇଥିବା ଇମେଲ୍‌ରେ ହତ୍ୟାକାଣ୍ଡ ଓ ଆତ୍ମହତ୍ୟାର କାରଣ ସମ୍ପର୍କରେ ଉଲ୍ଲେଖ କରିଥିଲେ। ଛାତ୍ରୀ ସ୍ନେହାଙ୍କୁ ଅନୁଜ ହଇରାଣ କରିବା ସହ ୪ ମାସ ମଧ୍ୟରେ ୨ ଥର ଆକ୍ରମଣ କରିଥିବା ନେଇ ସେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। କ୍ୟାମ୍ପସ୍‌ ଭିତରେ ଅନୁଜ ଚୋରାରେ ବନ୍ଧୁକ ରଖିଥିବାରୁ ଏଥିପାଇଁ କର୍ତ୍ତୃପକ୍ଷଙ୍କୁ ଦାୟୀ କରାଯାଇଛି। ନୋଏଡ଼ା ପୋଲିସ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବିରୋଧରେ ଏତଲା ଦାଏର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ହତ୍ୟା କରିବାକୁ ପଡିବ, କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ, ମାମଲା ଦାଏର…

ଭୋପାଳ,୧୨।୧୨ : କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ରାଜା ପଟେରିଆ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା କରିବାକୁ ପଡିବ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ...

୫୫ ଜଣଙ୍କଠାରୁ ୧୩ କୋଟି ଠକି ନେଇଥିଲେ

ନୂଆଦିଲ୍ଲୀ,୨୦।୩: ଫ୍ଲାଟ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ୫୫ ଜଣଙ୍କଠାରୁ ୧୩ କୋଟି ଠକିନେଇଥିବା ଜଣେ ଅଭିଯୁକ୍ତଙ୍କୁ ଦିଲ୍ଲୀ ପୋଲିସର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ରବିବାର ଗିରଫ...

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆଉ ଏକ ଉଦ୍ୟମ

ନୂଆଦିଲ୍ଲୀ,୨୮।୨: ନିର୍ଭୟା ଗଣବାଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଦେବାକୁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଏହାକୁ ଘୁଞ୍ଚାଇବାକୁ...

ଦେଶମାତୃକାର ସେବା କରି ଗାଁକୁ ଫେରିବା ପରେ ସୈନିକଙ୍କୁ ଏମିତି ପାଛୋଟି ନେଲେ ଗ୍ରାମବାସୀ

ଭୋପାଳ,୬।୨: ମଧ୍ୟପ୍ରଦେଶର ବରଓ୍ବାନି ଜିଲାର ଭାରତୀୟ ସେନାରେ ୨୧ ବର୍ଷ ସେବା ପୂରଣ ପରିବା ପରେ ଘରକୁ ଫେରିଥିବା ସୈନିକଙ୍କୁ ଗ୍ରାମବାସୀ ଅଦ୍ଭୁତପୂର୍ବ ସ୍ବାଗତ ଜଣାଇଛନ୍ତି।...

ଇନ୍ଦୋର ଲଗାତାର ପଞ୍ଚମ ଥର ପାଇଁ ଶ୍ରେଷ୍ଠ ସ୍ବଚ୍ଛ ସହର…

ନୂଆଦିଲ୍ଲୀ,୨୦।୧୧: ସ୍ବଚ୍ଛ ସର୍ବେକ୍ଷଣ ଆଓ୍ବାର୍ଡ-୨୦୨୧ର ଘୋଷଣା କରାଯାଇଛି। ଏଥିରେ ଇନ୍ଦୋର ଲଗାତାର ପଞ୍ଚମ ଥର ପାଇଁ ଶ୍ରେଷ୍ଠ ସ୍ବଚ୍ଛ ସହର ସମ୍ମାନ ଲାଭ କରିଛି। ମଧ୍ୟପ୍ରଦେଶର...

କବିତା କମ, ଇତିହାସ ଅଧିକ ପଢ଼ନ୍ତୁ: ଜୟରାମ ରମେଶଙ୍କୁ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ପରାମର୍ଶ…

ନୂଆଦିଲ୍ଲୀ,୬।୪ : ରାହୁଲ ଗାନ୍ଧୀଙ୍କ ଏମ୍‌ପି ପଦରୁ ଅଯୋଗ୍ୟ ହେବା ପରେ ଭାଜପା କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଦଳର ନେତାମାନେ ବିଭିନ୍ନ ପ୍ରସଙ୍ଗ ଏବଂ ସାମ୍ମୁଖ୍ୟରେ...

ରାତ୍ରୀକାଳୀନ କର୍ଫ୍ୟୁ ସମୟରେ କାହାକୁ ମିଳିବ ଇ-ପାସ୍‌

ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମଙ୍ଗଳବାରଠୁଁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ...

କୃଷକ, ବ୍ୟବସାୟୀଙ୍କୁ ମିଳିବ ପେନ୍‌ସନ

ନୂଆଦିଲ୍ଲୀ,୧ା୬(ପି.ଟି.): ଦ୍ୱିତୀୟ ପାଳି ଏନ୍‌ଡିଏ ସରକାରର ପ୍ରଥମ କ୍ୟାବିନେଟ ବୈଠକ ଶୁକ୍ରବାର ବସି ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ସମସ୍ତ ଚାଷୀଙ୍କୁ ସାମିଲ କରିବା ଲାଗି ନିଷ୍ପତ୍ତି...

Advertisement
Archives

Model This Week