Posted inଜାତୀୟ

ବାବା ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌

ନାଗପୁର,୨୫।୧: ଅନ୍ଧବିଶ୍ୱାସ ବିସ୍ତାର ପ୍ରସଙ୍ଗରେ ନାଗପୁର ପୋଲିସ ବାଗେଶ୍ୱର ଧାମର ପୀଠାଧୀଶ ପଣ୍ଡିତ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌ ପ୍ରଦାନ କରିଛି। ନାଗପୁର ପୋଲିସ କହିଛି ଯେ, ମହାରାଷ୍ଟ୍ର ଅନ୍ଧଶ୍ରଦ୍ଧା ନିର୍ମୁଲନ ସମିତିର ଅଭିଯୋଗ ଯାଞ୍ଚ୍‌ କରିବା ପରେ ନାଗପୁର କାର୍ଯ୍ୟକ୍ରମରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବିରୋଧରେ ଅନ୍ଧବିଶ୍ୱାସ ବିସ୍ତାର କରିବାର କୌଣସି ପ୍ରମାଣ ମିଳିନାହିଁ। ତଦନ୍ତ ପରେ ଅନ୍ଧଶ୍ରଦ୍ଧା ନିର୍ମୁଲନ କମିଟିକୁ ମଧ୍ୟ ଏକ ଲିଖିତ ଉତ୍ତର ପଠାଇଛି ପୋଲିସ।
ନାଗପୁର ପୋଲିସ କମିଶନର ଅମିତେଶ କୁମାର ବୁଧବାର କହିଛନ୍ତି, ଧୀରେନ୍ଦ୍ର ଶାସ୍ତ୍ରୀଙ୍କ କାର୍ଯ୍ୟକ୍ରମର ଭିଡିଓ ଯାଞ୍ଚ କରାଯାଇଛି ଏବଂ ନାଗପୁରରେ ତାଙ୍କ କାର୍ଯ୍ୟକ୍ରମରେ କୌଣସି ଅନ୍ଧବିଶ୍ୱାସ ବିସ୍ତାର କରାଯାଇ ନ ଥିବା ଜଣାପଡିଛି।
ଧିରେନ୍ଦ୍ର ଶାସ୍ତ୍ରୀ ନାଗପୁରରେ ରାମକଥା ଆୟୋଜନ କରିଥିଲେ, କିନ୍ତୁ ରାମକଥା ଦୁଇ ଦିନକୁ ହ୍ରାସ କରାଯାଇଥିଲା। ଧୀରେନ୍ଦ୍ର ଶାସ୍ତ୍ରୀ ଏକ କାଗଜରେ ଲୋକଙ୍କ ମନ କଥା ଜଣାଦେଉଥିବା ଦାବି କରିଛନ୍ତି। ଏହା ପରେ ଧିରେନ୍ଦ୍ର ଶାସ୍ତ୍ରୀଙ୍କୁ ମହାରାଷ୍ଟ୍ରର ଅନ୍ଧଶ୍ରଦ୍ଧା ନିର୍ମୁଲନ ସମିତି ଚ୍ୟାଲେଞ୍ଜ କରିଥିଲା। ଅନ୍ଧଶ୍ରଦ୍ଧା ନିର୍ମୁଲନ ସମିତି ଧିରେନ୍ଦ୍ର ଶାସ୍ତ୍ରୀଙ୍କୁ ଏକ ଚ୍ୟାଲେଞ୍ଜ ଦେଇଥିଲା ଧୀରେନ୍ଦ୍ର ଅନ୍ଧବିଶ୍ୱାସ ବିସ୍ତାର କରୁଛନ୍ତି ବୋଲି କମିଟି ଅଭିଯୋଗ କରି ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଶୀତ ଲହରି ଭିତରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ, ୪ ବର୍ଷ ପରେ ୨୩ ଜାନୁୟାରୀରେ ସର୍ବାଧିକ ତାପମାତ୍ରା

ନୂଆଦିଲ୍ଲୀ,୨୪ ।୧: ଚଳିତ ବର୍ଷର ହାଡଭଙ୍ଗା ଶୀତରେ ସାଧାରଣ ଜୀବନଯାତ୍ରା ବେଶ ପ୍ରଭାବିତ ହୋଇଛି । ଜାନୁୟାରୀର ଶୀତ ମଧ୍ୟରେ ଗରମ ବି ତା’ର ରେକର୍ଡ...

ସୁରକ୍ଷା ପ୍ରତିଶ୍ରୁତି ଦେଲେ ମମତା: ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଡାକ୍ତର ରାଜି

କୋଲକାତା,୧୭ା୬(ପି.ଟି.) ପଶ୍ଚିମବଙ୍ଗରେ ୨ ଜଣ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ସପ୍ତାହେ ହେଲା ଆନ୍ଦୋଳନ ଜାରି ରହିଥିବାବେଳେ ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କ ପାଇଁ...

ମାନିଲା ପ୍ରଶାସନ, ରାହୁଲ-ପ୍ରିୟଙ୍କାଙ୍କୁ ଲକ୍ଷ୍ମୀପୁର ଯିବାକୁ ଅନୁମତି…

ଲକ୍ଷ୍ନୌ,୬।୧୦: ଶେଷରେ ଉତ୍ତରପ୍ରଦେଶ ପ୍ରଶାସନ ମାନିଛି। ଲକ୍ଷ୍ମୀପୁର ଖିରି ହିଂସାଗ୍ରସ୍ତ ଅଞ୍ଚଳ ପରିଦର୍ଶନ ପାଇଁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ରାହୁଲ...

ଯୁବବର୍ଗଙ୍କ ଉପରେ ଲାଠିଚାର୍ଜ ନେଇ ସରକାରଙ୍କୁ ଘେରିଲେ ରାହୁଲ-ବରୁଣ…

ଲକ୍ଷ୍ନୌ,୫।୧୨: ଉତ୍ତରପ୍ରଦେଶରେ ୬୯ ହଜାର ସହାୟକ ଶିକ୍ଷକ ନିଯୁକ୍ତିରେ ଅନିୟମିତତାକୁ ନେଇ ରାଜନୈତିକ ସ୍ଥିତି ବେଶ୍‌ ସରଗରମ ହେବାରେ ଲାଗିଛି। ଏହି ଘଟଣାରେ ଏକ କ୍ୟାଣ୍ଡେଲ...

ଆଜିଠାରୁ ଭାରତ-ଅଷ୍ଟ୍ରେଲିଆ ମୁକ୍ତ ବାଣିଜ୍ୟ, ୬ ହଜାରରୁ ଅଧିକ ଉତ୍ପାଦ ରପ୍ତାନି ଶୁଳ୍କ ମୁକ୍ତ…

ନୂଆଦିଲ୍ଲୀ,୨୯।୧୨ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମଧ୍ୟବର୍ତ୍ତୀ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫଟିଏ) ଗୁରୁବାର ଠାରୁ କାର୍ଯ୍ୟକାରୀ ହେଉଛି। ଏହା ପରେ ଅଷ୍ଟ୍ରେଲିଆକୁ ଭାରତର...

କଂଗ୍ରେସ ରାଜ୍ୟର ଶତ୍ରୁ ନୁହେଁ: ସଞ୍ଜୟ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି ପାଗ ଭିଡୁଥିବା ବେଳେ ଏପଟେ ଶିବସେନା ନେତା ସଞ୍ଜୟ ରାଉତ ଗୋଟିଏ ପରେ ଗୋଟିଏ...

ସିଡିଏସ୍ ବିପିନ ରାୱତଙ୍କ ରାଜକୀୟ ସମ୍ମାନ ସହ ହେବ ଶେଷ କୃତ୍ୟ ସମ୍ପନ୍ନ, ସକାଳ ୧୧ଟାରୁ ଶେଷ ଦର୍ଶନ

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କର ଶୁକ୍ରବାର ଶେଷ କୃତ୍ୟ ଦିଲ୍ଲୀଠାରେ ସମ୍ପୂର୍ଣ୍ଣ ରାଜକୀୟ ସମ୍ମାନ ସହ...

ନାମାଙ୍କନ ଦାଖଲ ପୂର୍ବରୁ ୩୦ଲକ୍ଷ ଜରିମାନା ଦେଲେ ଆଜମଙ୍କ ସ୍ତ୍ରୀ

ରାମପୁର,୧।୧୦: ଉତ୍ତରପ୍ରଦେଶ ରାମପୁରରୁ ସମାଜବାଦୀ ପାର୍ଟି (ଏସ୍‌ପି)ର ଏମ୍‌ପି ଥିବା ଆଜମ ଖାନ୍‌ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ଏବେ ସେ ନିଜ ପାଇଁ...

Advertisement
Archives

Model This Week