Posted inଜାତୀୟ

ସ୍ବଚ୍ଛ ଇନ୍ଧନ ବ୍ୟବହାର ତାଲିକା, ମହାରାଷ୍ଟ୍ର ପ୍ରଥମ ସ୍ଥାନରେ…

ନୂଆଦିଲ୍ଲୀ, ୮।୬ : ଦେଶରେ ମେ ୨୦୧୬ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବ ଲୋକଙ୍କ ପାଇଁ ଉଜ୍ୱଳା ଯୋଜନା ଆରମ୍ଭ କରିଥିଲେ। କିନ୍ତୁ ସମୟ ସହିତ, ଏହି ଯୋଜନା ଦ୍ୱାରା ଉପକୃତ ହୋଇଥିବା ହିତାଧିକାରୀମାନେ ସିଲିଣ୍ଡର ଆଉ ଭର୍ତ୍ତି କରୁନାହାଁନ୍ତି। କାରଣ ସିଲିଣ୍ଡରର ମୂଲ୍ୟ ଆକାଶ ଛୁଆଁ ହେବାରେ ଲାଗିଛି।

ମୁଦ୍ରାସ୍ଫୀତିର ବୃଦ୍ଧି ଏବଂ ସିଲିଣ୍ଡରର କମ ବ୍ୟବହାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୨୨ ମେ ୨୧ରେ ଉଜ୍ୱଳା ଯୋଜନାର ହିତାଧିକାରୀଙ୍କୁ ଏଲପିଜି ସିଲିଣ୍ଡର ଉପରେ ୨୦୦ ଟଙ୍କା ସବସିଡି ଘୋଷଣା କରିଛନ୍ତି। ଏହି ଘୋଷଣା ପରଠାରୁ ବନ୍ଦ ହୋଇଯାଇଥିବା ଉଜ୍ୱଳା ଯୋଜନାର ସିଲିଣ୍ଡର ବୁକିଂରେ ସାମାନ୍ୟ ବୃଦ୍ଧି ଘଟିଛି। ବର୍ତ୍ତମାନ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୦୧୦ ଟଙ୍କା ରହିଛି। ଦାମ ବଢ଼ିବା ଯୋଗୁ ଉଜ୍ୱଳା ଯୋଜନାର ହିତାଧିକାରୀ ସିଲିଣ୍ଡର କିଣିବାକୁ ଅମଙ୍ଗ ହେଉଛନ୍ତି।

କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ସ୍ବଚ୍ଛ ଇନ୍ଧନ ତାଲିକାରେ ମହାରାଷ୍ଟ୍ର ପ୍ରଥମ ସ୍ଥାନରେ ରହିଛି। ମହାରାଷ୍ଟ୍ରରେ ୭୯.୭ ପ୍ରତିଶତ ସ୍ବଚ୍ଛ ଇନ୍ଧନ ବ୍ୟବହାର କରାଯାଉଛି। ଏହା ପରେ ଦ୍ୱିତୀୟ ସ୍ଥାନରେ କର୍ଣ୍ଣାଟକ ରହିଛି। ସେହିପରି ତୃତୀୟ ସ୍ଥାନରେ ସିକିମ୍‌ ରହିଛି। ଏଠାରେ ୭୮.୪ ପ୍ରତିଶତ ସ୍ବଚ୍ଛ ଇନ୍ଧନ ବ୍ୟବହାର କରାଯାଉଛି। ସେହିପୀି ପୟ୍ଜାବରେ ୭୬.୭ ପ୍ରତିଶତ, କେରଳରେ ୭୨.୧ ପ୍ରତିଶତ, ମଣିପୁରରେ ୭୦.୪ ପ୍ରତିଶତ ସ୍ବଚ୍ଛ ଇନ୍ଧନ ବ୍ୟବହାର କରାଯାଉଛି। ସେହିପରି ପଶ୍ଚିମବଙ୍ଗରେ ୪୦.୨, ରାଜସ୍ଥାନରେ ୪୧.୪ ଆସାମରେ ୪୨.୧, ଉତ୍ତରପ୍ରଦେଶରେ ୪୯.୫, ହିମାଚଳ ପ୍ରଦେଶରେ ୫୧.୭, ଉତ୍ତରାଖଣ୍ଡରେ ୫୯.୨ ଏବଂ ହରିୟାଣାରେ ୫୯.୫ ପ୍ରତିଶତ ସ୍ବଚ୍ଛ ଇନ୍ଧନ ବ୍ୟବହାର କରାଯାଉଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛ


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri