‘କ୍ଲିନ୍‌ ଟୁ ଗ୍ରୀନ୍‌ କ୍ୟାମ୍ପେନ୍‌’

ନୂଆଦିଲ୍ଲୀ,୪।୪: ବହୁରାଷ୍ଟ୍ରୀୟ ଲଜିଷ୍ଟିକ କମ୍ପାନୀ ଆରଏଲ୍‌ଜି ସିଷ୍ଟମ୍‌ସ ଇଣ୍ଡିଆ ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମ ‘କ୍ଲିନ୍‌ ଟୁ ଗ୍ରୀନ୍‌ ଅଭିଯାନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ଅଭିଯାନ ଅଧୀନରେ କମ୍ପାନୀ ବିଭିନ୍ନ ବର୍ଗର ଇ-ଆବର୍ଜନା ସଂଗ୍ରହ ଡ୍ରାଇଭ୍‌ ପ୍ରୋଗ୍ରାମ ଆରମ୍ଭ କରିଛି। ବିଶେଷକରି ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ଏବଂ ଡିଜିଟାଲ ଇଣ୍ଡିଆ ମନ୍ତ୍ରଣାଳୟ ଅଧୀନରେ ଉକ୍ତ ଅଭିଯାନ ଦେଶର ସମସ୍ତ ଶିକ୍ଷାନୁଷ୍ଠାନ, ନିଗମ, ବହୁଳ ଗ୍ରାହକ, ଖୁଚୁରା ବ୍ୟବସାୟୀ, ରେସିଡେଣ୍ଟ ୱେଲଫେୟାର ଆସୋସିଏଶନ୍‌, ଡିଲର ଏବଂ ପ୍ରଚାରକ କ୍ଷେତ୍ର ସହିତ ବିଭିନ୍ନ ଦର୍ଶକଙ୍କ ନିକଟରେ ପହଞ୍ଚିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଇ-ଆବର୍ଜନା ଉତ୍ପାଦନକାରୀ ଭାରତ ବର୍ତ୍ତମାନ ବିଶ୍ୱର ତୃତୀୟ ବୃହତ୍ତମ ଅଟେ। ସି୨ଜି ସହିତ ସୁରକ୍ଷିତ ଭାବରେ ଇ-ଆବର୍ଜନାକୁ ବିସର୍ଜନ କରିବାକୁ ଆଗ୍ରହୀ ଉପଭୋକ୍ତାମାନେ ୧୮୦୦ ୨୦୩ ୧୪୬୦ରେ ଆମକୁ ସୂଚନା ଦେଇପାରିବେ । ଏ ସମ୍ପର୍କରେ ଆରଏଲଜି ସିଷ୍ଟମ ଇଣ୍ଡିଆର ଏମଡି ରାଧିକା କାଲିଆ କହିଛନ୍ତି, ଆମେ ଇ-ବର୍ଜ୍ୟବସ୍ତୁ ପରିଚାଳନା ଭିତ୍ତିଭୂମି ପ୍ରତିଷ୍ଠା କରିବାର ଲକ୍ଷ୍ୟ ଦିଗରେ ନିରନ୍ତର କାର୍ଯ୍ୟ କରୁଛୁ। ଏପରିକି ଅତ୍ୟାଧୁନିକ ଇ-ଆବର୍ଜନା ସଚେତନତା କାର୍ଯ୍ୟକ୍ରମ ସହିତ ଆମେ ଉପଯୁକ୍ତ ଇ-ଆବର୍ଜନା ନିଷ୍କାସନ ଏବଂ ପୁନଃବ୍ୟବହାର ପ୍ରଣାଳୀ ଗ୍ରହଣ କରିବାର ଗୁରୁତ୍ୱ ବିଷୟରେ ବ୍ୟାପକ ସଚେତନତା ବିସ୍ତାରର ଗତିକୁ ତ୍ୱରାନ୍ବିତ କରି ସମଗ୍ର ଦେଶକୁ ଆୟତ୍ତରେ ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri