ଧାରଣାରେ ବସିଲେ ସଫେଇ କର୍ମଚାରୀ

ଭଦ୍ରକ ଅଫିସ,୧୯।୮: ଭଦ୍ରକ ପୌରପାଳିକାର ସଫେଇ କର୍ମଚାରୀମାନେ ୧୦ ମାସର ଇପିଏଫ୍‌ ଓ ଇଏସ୍‌ଆଇ ଟଙ୍କା ଦାବିରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଏପରିକି ଶତାଧିକ କର୍ମଚାରୀ ପୌରପାଳିକା ଅଫିସ୍‌ରେ ପାଟିତୁଣ୍ଡ କରିଥିବା ଜଣାପଡ଼ିଛି। ଶୁକ୍ରବାର ଭଦ୍ରକ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ସମସ୍ତ କର୍ମଚାରୀ ଏକାଠି ହୋଇ ଏକ ଶୋଭାଯାତ୍ରାରେ ବାହାରି ପୌରପାଳିକା କାର୍ଯ୍ୟାଳୟ ନିକଟରେ ପହଞ୍ଚି ଧାରଣା ଦେଇଥିଲେ। ସୁରକ୍ଷାକୁ ଦୃଷ୍ଟିରେ ରଖି ଟାଉନ ଥାନା ପକ୍ଷରୁ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ମଧ୍ୟାହ୍ନରେ ଆଲୋଚନା ପରେ ପୌରପାଳିକା ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ରାଉତ ଇପିଏଫ୍‌ ଟଙ୍କା କର୍ମଚାରୀଙ୍କ ଆକାଉଣ୍ଟରେ ଜମା ହେବ ବୋଲି କହିଛନ୍ତି। ପରେ ଆନ୍ଦୋଳନ ହଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ପ୍ରକଳ୍ପ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଘଟଣା: ଦ୍ୱିତୀୟ ଦିନରେ ଭିଜିଲାନ୍ସ ତଦନ୍ତ

ବରୀ,୧୯ା୧୦(ସ୍ବ.ପ୍ର.): ବରୀ ବ୍ଲକର ବିକାଶମୂଳକ କାର୍ଯ୍ୟରେ ହୋଇଥିବା ଅନିୟମିତତାକୁ ନେଇ ଭିଜିଲାନ୍ସ ତଦନ୍ତ ଶୁକ୍ରବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଗୋଟିଏ ପ୍ରକଳ୍ପ ପାଇଁ ଦୁଇ ଥର...

ଜିଲା ପ୍ରଶାସନ ପକ୍ଷରୁ ଏନ୍‌ଫୋର୍ସମେଣ୍ଟ ଆରମ୍ଭ

ଖୋର୍ଦ୍ଧା ଅଫିସ,୧୨ା୧୧: କିଛିଦିନର ବ୍ୟବଧାନ ପରେ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଏନ୍‌ଫୋର୍ସମେଣ୍ଟ ଆରମ୍ଭ ହୋଇଛି। ସମସ୍ତ ତହସିଲ, ବ୍ଲକ ଅଞ୍ଚଳରେ ମାସ୍କ ଚେକିଂ ଜୋରଦାର...

‘ଅମ୍ଫନ’ ପ୍ରଭାବରେ ଗଛ ଉପୁଡି ରାସ୍ତା ଅବରୋଧ

ବନ୍ତ,୨୦।୫(ଡି.ଏନ୍‌.ଏ.)-ବୁଧବାର ବାତ୍ୟା ‘ଅମ୍ଫନ’ର ପ୍ରଭାବ ଭଦ୍ରକ ଜିଲା ବନ୍ତ ବ୍ଲକରେ ଦେଖିବାକୁ ମିଳିଛି। ମଙ୍ଗଳବାର ଦିନ ତମାମ କୋହଲା ପାଗ ରହିବା ପରେ ସନ୍ଧ୍ୟା ଠାରୁ...

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ବିଜେଡି ପକ୍ଷରୁ ଭିନ୍ନ ଢଙ୍ଗରେ ନିର୍ବାଚନୀ ପ୍ରଚାର କରାଯାଇଛି। ବିଜେଡି ଅଧ୍ୟକ୍ଷା ପ୍ରାର୍ଥିନୀ, କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ...

ବ୍ୟାଙ୍କରେ ତାଲା ପକାଇଲେ ଗ୍ରାହକ

ସଜନାଗଡ଼, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖାରେ ଗ୍ରାହକଙ୍କୁ ଠିକ୍‌ ଭାବେ ବ୍ୟବହାର କରାଯାଉ ନ ଥିବା ଅଭିଯୋଗ ହେଉଛି। ଶୁକ୍ରବାର ବ୍ୟାଙ୍କ...

ମନ୍ଥର ଗତିରେ ଚାଲିଛି ପୋଲ କାର୍ଯ୍ୟ, ଦେଶୀଡଙ୍ଗାରେ ନଦୀ ପାର ହେଉଛନ୍ତି ଲୋକେ

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବଡ଼ଚେରଗାଁ ଅଞ୍ଚଳର ଲୋକେ ଆଜି ବି ଦୈନନ୍ଦିନ କାର୍ଯ୍ୟ ପାଇଁ ଦେଶୀଡଙ୍ଗା ଉପରେ ଭରସା କରୁଛନ୍ତି। ଏହି ଅଞ୍ଚଳର...

ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ

ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ...

ମହାନଦୀରେ ଭାସିଗଲା ଡଙ୍ଗା

ମହାକାଳପଡ଼ା,୨୦ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାହାକୁଦ ଘାଟରେ ଶନିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ପାରାଦୀପ ପଟରୁ ବାହାକୁଦ ଫେରିଘାଟକୁ ଆସୁଥିବା ଯାତ୍ରୀବାହୀ...

Advertisement
Archives

Model This Week