ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର ୱାର୍ଡରେ ଗତକାଲି ସଫେଇ କର୍ମଚାରୀ ଗୋଲାପ ମାହାରଙ୍କ ମୃତ୍ୟୁ ପରେ ଆଜି କାମ ବନ୍ଦ କରିଛନ୍ତି ସଫେଇ କର୍ମଚାରୀ ।

ସୂଚନାଥାଉ କି, ଖଣ୍ଡଗିରି ନିକଟ ପଞ୍ଚସଖା ନଗରରେ ସଫେଇ କାମ ଚାଲିଥିବାବେଳେ ଗୋଲାପ ଅସୁସ୍ଥ ହୋଇପଡିଥିଲେ । ସେ ପୂର୍ବରୁ ଅସୁସ୍ଥ ଥିବାରୁ ଖରାରେ କାମ ନ କରିବା ପାଇଁ ସାନିଟାରୀ ଇନ୍ସପେକ୍ଟରଙ୍କୁ ନିବେଦନ କରିଥିଲେ । କିନ୍ତୁ କାମ କରୁଥିବାବେଳେ ସେ ଅଧିକ ଅସୁସ୍ଥ ହୋଇଥିଲେ । ଘରେ ଯାଇ ବିଶ୍ରାମ ନେବାର କିଛି ଘଣ୍ଟା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ଡାକ୍ତରଖାନା ନେବା ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଥିଲା । ସାନିଟାରୀ ଇନ୍ସପେକ୍ଟରଙ୍କ ଅବହେଳା ଯୋଗୁଁ ଜଣେ ସଫେଇ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସଫେଇ ମଜଦୁର ସଂଘ ଅଭିଯୋଗ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri