ସ୍ବଚ୍ଛତା ଅଭିଯାନ: କଲେଜ କ୍ୟାମ୍ପସ ସଫେଇ କଲେ ଏନସିସି କ୍ୟାଡେଟ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନସିସି କ୍ୟାଡେଟମାନେ ଗୁରୁବାର ସ୍ବଚ୍ଛତା ଅଭିଯାନସ୍‌ରେ ସାମିଲ ହୋଇ କଲେଜ କ୍ୟାମ୍ପସ ସଫେଇ କରିଥିଲେ। କ୍ୟାଡେଟମାନଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ହୋଇଥିଲା। ଏନସିସି ରାଜ୍ୟ ଅଧିକାରୀଙ୍କ ନିର୍ଦ୍ଦେଶ ଏବଂ ଅଧ୍ୟକ୍ଷ ବିଭାସ ଦାସଙ୍କ ପରାମର୍ଶ କ୍ରମେ ଏନସିସି ସିଟିଓ ଅର୍ପଣ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ସଫେଇ ଅଭିଯାନରେ ବହୁ କ୍ୟାଡେଟ୍‌ ସାମିଲ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ହେବ ଛାତ୍ରାବାସ ଆସିଥିଲେ ପ୍ରଶାନ୍ତ: ଆଜି ମିଳିଲା ମୃତଦେହ, ଖେଳିଗଲା ଚାଞ୍ଚଲ୍ୟ

ନବରଙ୍ଗପୁର,୧୬।୪(ସଦାଶିବ ପ୍ରହରାଜ): ଛାତ୍ରାବାସରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ଥିବାବେଳେ ଏହାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ…

ଗାଁ ଗାଁରେ ବଢୁଛି କୋଚିଙ୍ଗ ସେଣ୍ଟର: ସରକାରୀ ନିୟମକୁ ଫୁ’

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷାର ବିକାଶ ପାଇଁ ସରକାର ତତ୍ପର ହୋଇ ଉଠିଛନ୍ତି। ଆଧୁନିକ ଶିକ୍ଷାର ଉନ୍ନତୀକରଣ ପାଇଁ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଚଳିତବର୍ଷ…

କେନ୍ଦ୍ରୀୟ ବିଦ୍ୟାଳୟ ଛତ୍ରପୁରର ପ୍ରଥମ CBSE ଦଶମ ପରୀକ୍ଷାଫଳ: ୧୦୦% ସଫଳତା

ଛତ୍ରପୁର,୧୬।୪(ଦିଲ୍ଲୀପ ସାମଲ): କେନ୍ଦ୍ରୀୟ ବିଦ୍ୟାଳୟ ଛତ୍ରପୁର ପ୍ରଥମ CBSE ଦଶମ ଶ୍ରେଣୀ(୨୦୨୬) ପରୀକ୍ଷାରେ ଶତପ୍ରତିଶତ ଫଳାଫଳ ଅର୍ଜନ କରି ଏକ ଗୌରବମୟ ସଫଳତା ହାସଲ କରିଛି। ମୋଟ…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri